2 Chronicles 1:17 — Compare Translations

5 translations compared side by side

Odia - 1840
"ଶଲୋମନଙ୍କ ବପୋରିମାନେ ମିଶରରୁ ଗୋଟିଏ ରଥକୁ 600 ରୂପା ମୁଦ୍ରା ଏବଂ ଗୋଟିଏ ଘାଡ଼ୋକୁ 150 ରୂପା ମୁଦ୍ରା ଦଇେ କିଣିଲେ। ଏହାପରେ ବପୋରିମାନେ ଘାଡ଼ୋ ଓ ରଥସବୁ ହିତ୍ତୀଯ ଓ ଅରାମ ଲୋକମାନଙ୍କର ସମସ୍ତ ରାଜାମାନଙ୍କୁ ବିକିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମିସରରୁ କ୍ରୀତ ଓ ଆନୀତ ଏକ ଏକ ରଥର ମୂଲ୍ୟ ଛଅ ଶହ ରୌପ୍ୟ ମୁଦ୍ରା ଓ ଏକ ଏକ ଅଶ୍ଵର ମୂଲ୍ୟ ଏକ ଶହ ପଚାଶ ମୁଦ୍ରା ଥିଲା; ଏହିରୂପେ ସେମାନଙ୍କ ଦ୍ଵାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଯିବାର ରୀତି ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କ ବେପାରିମାନେ ମିଶରରୁ ଗୋଟିଏ ରଥକୁ 600 ରୂପାମୁଦ୍ରା ଏବଂ ଗୋଟିଏ ଘୋଡ଼ାକୁ 150 ରୂପାମୁଦ୍ରା ଦେଇ କିଣିଲେ। ଏହା ପରେ ବେପାରିମାନେ ଘୋଡ଼ା ଓ ରଥସବୁ ହିତ୍ତୀୟ ଓ ଅରାମ ଲୋକମାନଙ୍କର ସମସ୍ତ ରାଜାମାନଙ୍କୁ ବିକିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମିସରରୁ କ୍ରୀତ ଓ ଆନୀତ ଏକ ଏକ ରଥର ମୂଲ୍ୟ ଛଅ ଶହ ଶେକଲ ରୌପ୍ୟ ମୁଦ୍ରା ଓ ଏକ ଏକ ଅଶ୍ୱର ମୂଲ୍ୟ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରା ଥିଲା; ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେହି ସବୁ ଅଣାଯିବାର ରୀତି ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ମିସରରୁ କ୍ରୀତ ଓ ଆନୀତ ଏକ ଏକ ରଥର ମୂଲ୍ୟ ଛଅ ଶହ ଶେକଲ ରୌପ୍ୟ ମୁଦ୍ରା ଓ ଏକ ଏକ ଅଶ୍ୱର ମୂଲ୍ୟ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରା ଥିଲା; ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେହିସବୁ ଅଣାଯିବାର ରୀତି ଥିଲା।