2 Chronicles 1:2 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନଙ୍କ ସହ ଶଲୋମନ କଥା ହେଲେ। ସେ 1,000 ସୈନ୍ଯ ବିଶିଷ୍ଟ ସୈନ୍ଯଦଳର ଦଳପତି ଓ 100 ସୈନ୍ଯ ବିଶିଷ୍ଟ ସୈନ୍ଯଦଳର ଦଳପତି ଓ ବିଚାରକର୍ତ୍ତା ଏବଂ ସମସ୍ତ ଇଶ୍ରାୟେଲର ନେତାମାନଙ୍କ ସହ ପୁଣି ପରିବାରଗୁଡ଼ିକର ମୁଖ୍ଯଙ୍କ ସହ କଥା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ; ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶପ୍ରଧାନ ପ୍ରତ୍ୟେକ ଅଧିପତିଙ୍କି ଆଜ୍ଞା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନଙ୍କ ସହ ଶଲୋମନ କଥା ହେଲେ। ସେ 1000 ସୈନ୍ୟ ବିଶିଷ୍ଟ ସୈନ୍ୟଦଳର ଦଳପତି ଓ 100 ସୈନ୍ୟ ବିଶିଷ୍ଟ ସୈନ୍ୟଦଳର ଦଳପତି ଓ ବିଗ୍ଭରକର୍ତ୍ତା ଏବଂ ସମସ୍ତ ଇସ୍ରାଏଲର ନେତାମାନଙ୍କ ସହ ପୁଣି ପରିବାରଗୁଡ଼ିକର ମୁଖ୍ୟଙ୍କ ସହ କଥା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ, ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶର ପ୍ରଧାନ ପ୍ରତ୍ୟେକ ଅଧିପତିଙ୍କୁ ଆଜ୍ଞା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ, ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶର ପ୍ରଧାନ ପ୍ରତ୍ୟେକ ଅଧିପତିଙ୍କୁ ଆଜ୍ଞା ଦେଲେ।