2 Chronicles 1:3 — Compare Translations

5 translations compared side by side

Odia - 1840
"ଏହାପରେ ଶଲୋମନ ଓ ତାଙ୍କ ସହିତ ସମଗ୍ର ସମାଜ ଏବଂ ଗିବିୟୋନର ପର୍ବତ ଶିଖରସ୍ଥ ପୂଜାସ୍ଥଳକୁ ଗଲେ। ପରମେଶ୍ବରଙ୍କ ସମାଗମ ତମ୍ବୁ ସଠାେରେ ଥିଲା। ଯେତବେେଳେ ସମାନେେ ମରୁ ପ୍ରାନ୍ତର ରେ ଥିଲେ ସଦାପ୍ରଭୁଙ୍କ ଦାସ ମାଶାେ ସହେି ତମ୍ବୁ ନିର୍ମାଣ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନସ୍ଥିତ ଉଚ୍ଚସ୍ଥଳୀକି ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ଵାରା ପ୍ରାନ୍ତରରେ ନିର୍ମିତ ପରମେଶ୍ଵରଙ୍କ ସମାଗମ-ତମ୍ଵୁ ସେଠାରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଶଲୋମନ ଓ ତାଙ୍କ ସହିତ ସମଗ୍ର ସମାଜ ଏବଂ ଗିବିୟୋନର ପର୍ବତ ଶିଖସ୍ଥ ପୂଜାସ୍ଥଳକୁ ଗଲେ। ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା। ଯେତେବେଳେ ସେମାନେ ମରୁ ପ୍ରାନ୍ତରରେ ଥିଲେ ସଦାପ୍ରଭୁଙ୍କ ଦାସ ମୋଶା ସେହି ତମ୍ବୁ ନିର୍ମାଣ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀକି ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ପ୍ରାନ୍ତରରେ ନିର୍ମିତ ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀକୁ ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ପ୍ରାନ୍ତରରେ ନିର୍ମିତ ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା।