2 Chronicles 1:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ନିଯମ-ସିନ୍ଦୁକକୁ ଦାଉଦ ୟିରୁଶାଲମକୁ କିରିଯତ ୟିଯାରୀମଠାରୁ ଆଣିଥିଲେ। ୟିରୁଶାଲମ ରେ ଏହାକୁ ସ୍ଥାପନ କରିବା ନିମନ୍ତେ ଦାଉଦ ଏକ ସ୍ଥାନ ନିରୂପଣ କରିଥିଲେ। ଦାଉଦ ୟିରୁଶାଲମ ରେ ସଦାପ୍ରଭୁଙ୍କ ନିଯମ-ସିନ୍ଦୁକ ପାଇଁ ଏକ ତମ୍ବୁ ନିର୍ମାଣ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦାଉଦ କିରୀୟତ୍-ଯୀୟାରୀମଠାରୁ ପରମେଶ୍ଵରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ଵୁ ସ୍ଥାପନ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ନିୟମ-ସିନ୍ଦୁକକୁ ଦାଉଦ ଯିରୁଶାଲମକୁ କିରିୟତ ଯିୟାରୀମଠାରୁ ଆଣିଥିଲେ। ଯିରୁଶାଲମରେ ଏହାକୁ ସ୍ଥାପନ କରିବା ନିମନ୍ତେ ଦାଉଦ ଏକ ସ୍ଥାନ ନିରୂପଣ କରିଥିଲେ। ଦାଉଦ ଯିରୁଶାଲମରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ପାଇଁ ଏକ ତମ୍ବୁ ନିର୍ମାଣ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦାଉଦ କିରୀୟଥ୍-ଯିୟାରୀମ୍ଠାରୁ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ବୁ ସ୍ଥାପନ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦାଉଦ କିରୀୟଥ୍-ଯିୟାରୀମ୍ଠାରୁ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ବୁ ସ୍ଥାପନ କରିଥିଲେ।