2 Chronicles 1:5 — Compare Translations
5 translations compared side by side
Odia - 1840
"ହୁରଙ୍କ ପୁତ୍ର ଊରି, ଊରିଙ୍କ ପୁତ୍ର ବତ୍ସଲଲେ ଏକ ପିତ୍ତଳର ୟଜ୍ଞବଦେୀ ନିର୍ମାଣ କରିଥିଲେ। ଏହି ପିତ୍ତଳର ୟଜ୍ଞବଦେୀ ଗିବିଯୋନଠା ରେ ସଦାପ୍ରଭୁଙ୍କ ତମ୍ବୁ ସମ୍ମୁଖ ରେ ଥିଲା। ତେଣୁ ଶଲୋମନ ଏବଂ ଲୋକମାନେ ଗିବିଯୋନକୁ ସଦାପ୍ରଭୁଙ୍କ ପରାମର୍ଶ କରିବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ଵେଷଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହୁରଙ୍କ ପୁତ୍ର ଊରି, ଊରିଙ୍କ ପୁତ୍ର ବତ୍ସଲେଲ ଏକ ପିତ୍ତଳର ଯଜ୍ଞବେଦି ନିର୍ମାଣ କରିଥିଲେ। ଏହି ପିତ୍ତଳର ଯଜ୍ଞବେଦି ଗିବିୟୋନଠାରେ ସଦାପ୍ରଭୁଙ୍କ ତମ୍ବୁ ସମ୍ମୁଖରେ ଥିଲା। ତେଣୁ ଶଲୋମନ ଏବଂ ଲୋକମାନେ ଗିବିୟୋନକୁ ସଦାପ୍ରଭୁଙ୍କ ପରାମର୍ଶ କରିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ୱେଷଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ୱେଷଣ କଲେ।