2 Chronicles 1:6 — Compare Translations
5 translations compared side by side
Odia - 1840
"ସମାଗମ ତମ୍ବୁର ସମ୍ମୁଖ ରେ ସଦାପ୍ରଭୁଙ୍କ ଆଗ ରେ ପିତ୍ତଳ ବଦେୀ ଆଡ଼କୁ ଶଲୋମନ ଗଲେ। ବଦେୀ ଉପରେ ଶଲୋମନ 1,000 ଗୋଟି ସମ୍ପୂର୍ଣ୍ଣ ହାମବେଳି ଅର୍ପଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ଵୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକି ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସମାଗମ-ତମ୍ବୁର ସମ୍ମୁଖରେ ସଦାପ୍ରଭୁଙ୍କ ଆଗରେ ପିତ୍ତଳ ବେଦି ଆଡ଼କୁ ଶଲୋମନ ଗଲେ। ବେଦି ଉପରେ ଶଲୋମନ 1000 ଗୋଟି ସମ୍ପୂର୍ଣ୍ଣ ହୋମବଳି ଅର୍ପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ବୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକୁ ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ବୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକୁ ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।