2 Chronicles 1:7 — Compare Translations

5 translations compared side by side

Odia - 1840
"ସହେି ରାତ୍ରି ରେ ପରମେଶ୍ବର ଶ ଲୋମନଙ୍କ ନିକଟକୁ ଆସିଲେ। ପରମେଶ୍ବର କହିଲେ, ଶଲୋମନ, ଆମ୍ଭେ ତୁମ୍ଭକୁ କ'ଣ ଦବୋ ବୋଲି ତୁମ୍ଭେ ଚାହଁ, ତାହା ଆମ୍ଭକୁ ମାଗ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ରାତ୍ରି ପରମେଶ୍ଵର ଶଲୋମନଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାତ୍ରିରେ ପରମେଶ୍ୱର ଶଲୋମନଙ୍କ ନିକଟକୁ ଆସିଲେ। ପରମେଶ୍ୱର କହିଲେ, “ଶଲୋମନ, ଆମ୍ଭେ ତୁମ୍ଭକୁ କ’ଣ ଦେବା ବୋଲି ତୁମ୍ଭେ ଗ୍ଭହଁ, ତାହା ଆମ୍ଭକୁ ମାଗ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ରାତ୍ରି ପରମେଶ୍ୱର ଶଲୋମନଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭକୁ କʼଣ ଦେବା, ତାହା ମାଗ।”
Odia IRV 2017 (ଓଡିଆ ବାଇବେଲ)
ସେହି ରାତ୍ରି ପରମେଶ୍ୱର ଶଲୋମନଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭକୁ କ’ଣ ଦେବା, ତାହା ମାଗ।