2 Chronicles 1:8 — Compare Translations

5 translations compared side by side

Odia - 1840
"ଶ ଲୋମନ ସଦାପ୍ରଭୁଙ୍କୁ କହିଲେ, ତୁମ୍ଭେ ମାରେ ବାପା ଦାଉଦଙ୍କ ପ୍ରତି ଅତ୍ଯନ୍ତ ଦୟାଳୁ ଥିଲ। ମାରେ ବାପାଙ୍କ ସ୍ଥାନ ରେ ନୂତନ ରାଜା ହବୋ ନିମନ୍ତେ ତୁମ୍ଭେ ମାେତେ ମନୋନୀତ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶଲୋମନ ପରମେଶ୍ଵରଙ୍କୁ କହିଲେ, ତୁମ୍ଭେ ମୋʼ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ମୋର ବାପା ଦାଉଦଙ୍କ ପ୍ରତି ଅତ୍ୟନ୍ତ ଦୟାଳୁ ଥିଲ। ମୋର ବାପାଙ୍କ ସ୍ଥାନରେ ନୂତନ ରାଜା ହେବା ନିମନ୍ତେ ତୁମ୍ଭେ ମୋତେ ମନୋନୀତ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶଲୋମନ ପରମେଶ୍ୱରଙ୍କୁ କହିଲେ, “ତୁମ୍ଭେ ମୋʼ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶଲୋମନ ପରମେଶ୍ୱରଙ୍କୁ କହିଲେ, “ତୁମ୍ଭେ ମୋ’ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ।