2 Chronicles 10:1 — Compare Translations

5 translations compared side by side

Odia - 1840
"ରିହବିଯାମ୍ ଶିଖିମ୍ ସହରକୁ ଗଲେ, କାରଣ ଇଶ୍ରାୟେଲର ସମସ୍ତ ଲୋକ ତାଙ୍କୁ ରାଜା କରିବା ନିମନ୍ତେ ସଠାେକୁ ୟାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ରିହବୀୟାମ୍ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରିହବିୟାମ୍ ମୂର୍ଖାମୀର କର୍ମ କରନ୍ତି ରିହବିୟାମ୍ ଶିଖିମ୍ ସହରକୁ ଗଲେ, କାରଣ ଇସ୍ରାଏଲର ସମସ୍ତ ଲୋକ ତାଙ୍କୁ ରାଜା କରିବା ନିମନ୍ତେ ସେଠାକୁ ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ।