2 Chronicles 10:11 — Compare Translations
5 translations compared side by side
Odia - 1840
"ମାରେ ପିତା ତୁମ୍ଭମାନଙ୍କ ଉପରେ ଏକ ଭାରୀ ବୋଝ ଲଦି ଦଇେଛନ୍ତି, ମୁଁ ସହେି ବୋଝକୁ ଆହୁରି ଭାରୀ କରିବି। ମାରେ ପିତା ତୁମ୍ଭକୁ ଚାବୁକ ଦ୍ବାରା ଦଣ୍ଡ ଦେଉଥିଲେ। ମୁଁ ତୁମ୍ଭମାନଙ୍କୁ ଏ ପ୍ରକାର ଚାବୁକ ଦ୍ବାରା ଶାସନ କରିବି, ଯେଉଁଥି ରେ ମୁନିଆ କଣ୍ଟାମାନ ବାହାରିଥିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପିତା ତୁମ୍ଭମାନଙ୍କ ଉପରେ ଏକ ଭାରୀ ବୋଝ ଲଦି ଦେଇଛନ୍ତି, ମୁଁ ସେହି ବୋଝକୁ ଆହୁରି ଭାରୀ କରିବି। ମୋର ପିତା ତୁମ୍ଭକୁ ଗ୍ଭବୁକ ଦ୍ୱାରା ଦଣ୍ଡ ଦେଉଥିଲେ। ମୁଁ ତୁମ୍ଭମାନଙ୍କୁ ଏ ପ୍ରକାର ଗ୍ଭବୁକ ଦ୍ୱାରା ଶାସନ କରିବି, ଯେଉଁଥିରେ ମୁନିଆ କଣ୍ଟାମାନ ବାହାରିଥିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।’”
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”