2 Chronicles 10:12 — Compare Translations
5 translations compared side by side
Odia - 1840
"ତିନିଦିନ ପରେ, ୟାରବିଯାମ୍ ଓ ଅନ୍ୟ ଲୋକମାନେ ରିହବିଯାମ୍ଙ୍କ ନିକଟକୁ ଆସିଲେ। ରାଜା ରିହବିଯାମ୍ ସମାନଙ୍କେୁ ମାେ' ନିକଟକୁ ତିନିଦିନ ପରେ ଆସ ବୋଲି କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ତୃତୀୟ ଦିନରେ ମୋʼ ନିକଟକୁ ପୁଣି ଆସ ବୋଲି ରାଜା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯାରବୀୟାମ୍ ଓ ସମସ୍ତ ଲୋକ ତୃତୀୟ ଦିନ ରିହବୀୟାମ୍ଙ୍କ ନିକଟକୁ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତିନି ଦିନ ପରେ, ଯାରବିୟାମ୍ ଓ ଅନ୍ୟ ଲୋକମାନେ ରିହବିୟାମଙ୍କ ନିକଟକୁ ଆସିଲେ। ରାଜା ରିହବିୟାମ୍ ସେମାନଙ୍କୁ “ମୋ’ ନିକଟକୁ ତିନି ଦିନ ପରେ ଆସ” ବୋଲି କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ “ତୃତୀୟ ଦିନରେ ମୋʼ ନିକଟକୁ ପୁଣି ଆସ” ବୋଲି ରାଜା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯାରବୀୟାମ ଓ ସମସ୍ତ ଲୋକ ତୃତୀୟ ଦିନ ରିହବୀୟାମଙ୍କ ନିକଟକୁ ଆସିଲେ
Odia IRV 2017 (ଓଡିଆ ବାଇବେଲ)
ଏଥିରେ ତୃତୀୟ ଦିନରେ ମୋ’ ନିକଟକୁ ପୁଣି ଆସ ବୋଲି ରାଜା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯାରବୀୟାମ୍ ଓ ସମସ୍ତ ଲୋକ ତୃତୀୟ ଦିନ ରିହବୀୟାମଙ୍କ ନିକଟକୁ ଆସିଲେ