2 Chronicles 10:13 — Compare Translations
5 translations compared side by side
Odia - 1840
"ଏହା ପରେ ରାଜା ସମାନଙ୍କେୁ ଅତି କର୍କଶ ଭାବେ କଥା କହିଲେ। ରାଜା ରିହବିଯାମ୍ ବୃଦ୍ଧ ବ୍ଯକ୍ତିମାନଙ୍କର ଉପଦେଶକୁ ଗ୍ରହଣ କରି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା ସେମାନଙ୍କୁ କଟୁ ଉତ୍ତର ଦେଲେ । ପୁଣି ରିହବୀୟାମ୍ ରାଜା ପ୍ରାଚୀନମାନଙ୍କ ଦତ୍ତ ମନ୍ତ୍ରଣା ତ୍ୟାଗ କରି
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାଜା ସେମାନଙ୍କୁ ଅତି କର୍କଶ ଭାବେ କଥା କହିଲେ। ରାଜା ରିହବିୟାମ୍ ବୃଦ୍ଧ ବ୍ୟକ୍ତିମାନଙ୍କର ଉପଦେଶକୁ ଗ୍ରହଣ କରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା ସେମାନଙ୍କୁ କଟୁ ଉତ୍ତର ଦେଲେ। ପୁଣି ରିହବୀୟାମ ରାଜା ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜା ସେମାନଙ୍କୁ କଟୁ ଉତ୍ତର ଦେଲେ। ପୁଣି ରିହବୀୟାମ ରାଜା ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି