2 Chronicles 10:14 — Compare Translations

5 translations compared side by side

Odia - 1840
"ୟୁବା ଲୋକମାନେ ତାଙ୍କୁ ଯେ ପ୍ରକାର ପରାମର୍ଶ ଦଇେଥଲେ, ରାଜା ରିହବିଯାମ୍ ଲୋକମାନଙ୍କୁ ସହେି ପ୍ରକାର କଥା କହିଲେ। ସେ କହିଲେ, ମାରେ ପିତା ତୁମ୍ଭମାନଙ୍କର ବୋଝକୁ ଭାରୀ କରିଥିଲେ, କିନ୍ତୁ ମୁଁ ତାହାକୁ ଆହୁରି ଭାରୀ କରିବି। ମାରେ ପିତା ତୁମ୍ଭମାନଙ୍କୁ ଚାବୁକ୍ ଦ୍ବାରା ଦଣ୍ଡିତ କରୁଥିଲେ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ଏପରି ଚାବୁକ୍ ଦ୍ବାରା ଦଣ୍ଡ ଦବେି, ଯାହାର ଅଗ ରେ ମୁନିଆଁ କଣ୍ଟାମାନ ବାହାରିଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଯୁବାମାନଙ୍କ ମନ୍ତ୍ରଣାନୁସାରେ ସେମାନଙ୍କୁ ଏହି କଥା କହିଲେ, ମୋହର ପିତା ତୁମ୍ଭମାନଙ୍କ ଯୁଆଳି ଭାରୀ କରିଥିଲେ, ମାତ୍ର ମୁଁ ତାହା ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ଯୁବା ଲୋକମାନେ ତାଙ୍କୁ ଯେପ୍ରକାର ପରାମର୍ଶ ଦେଇଥିଲେ, ରାଜା ରିହବିୟାମ୍ ଲୋକମାନଙ୍କୁ ସେହି ପ୍ରକାର କଥା କହିଲେ। ସେ କହିଲେ, “ମୋର ପିତା ତୁମ୍ଭମାନଙ୍କର ବୋଝକୁ ଭାରୀ କରିଥିଲେ, କିନ୍ତୁ ମୁଁ ତାହାକୁ ଆହୁରି ଭାରୀ କରିବି। ମୋର ପିତା ତୁମ୍ଭମାନଙ୍କୁ ଗ୍ଭବୁକ୍ ଦ୍ୱାରା ଦଣ୍ଡିତ କରୁଥିଲେ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ଏପରି ଗ୍ଭବୁକ୍ ଦ୍ୱାରା ଦଣ୍ଡ ଦେବି, ଯାହାର ଅଗରେ ମୁନିଆ କଣ୍ଟାମାନ ବାହାରିଥିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଯୁବାମାନଙ୍କ ମନ୍ତ୍ରଣାନୁସାରେ ସେମାନଙ୍କୁ ଏହି କଥା କହିଲେ, “ମୋହର ପିତା ତୁମ୍ଭମାନଙ୍କ ଯୁଆଳି ଭାରୀ କରିଥିଲେ, ମାତ୍ର ମୁଁ ତାହା ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”
Odia IRV 2017 (ଓଡିଆ ବାଇବେଲ)
ସେହି ଯୁବାମାନଙ୍କ ମନ୍ତ୍ରଣାନୁସାରେ ସେମାନଙ୍କୁ ଏହି କଥା କହିଲେ, “ମୋହର ପିତା ତୁମ୍ଭମାନଙ୍କ ଯୁଆଳି ଭାରୀ କରିଥିଲେ, ମାତ୍ର ମୁଁ ତାହା ଆହୁରି ଭାରୀ କରିବି; ମୋ’ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”