2 Chronicles 10:15 — Compare Translations

5 translations compared side by side

Odia - 1840
"ତେଣୁ ରାଜା ରିହବିଯାମ୍ ବୃଦ୍ଧ ଲୋକମାନଙ୍କର କଥା ଶୁଣିଲେ ନାହିଁ। ପରମେଶ୍ବର ଏହି ପ୍ରକା ରେ ଏହିସବୁ ଘଟାଇଲେ। ସଦାପ୍ରଭୁ ଅହିଯଙ୍କ ମାଧ୍ଯମ ରେ ୟାରବିଯାମ୍ଙ୍କୁ ଯେଉଁ କଥା କହିଥିଲେ, ତାହା ଯେପରି ସଫଳ ହୁଏ, ଏହା ସପରେି ଘଟିଲା ଅହିଯ ଶିଲୋନୀଯ ଲୋକ ଥିଲେ, ଏବଂ ୟାରବିଯାମ୍ ନବାଟଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ହାତରେ ନବାଟର ପୁତ୍ର ଯାରବୀୟାମ୍ଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ପରମେଶ୍ଵରଙ୍କ ଆଡ଼ୁ ଘଟିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜା ରିହବିୟାମ୍ ବୃଦ୍ଧ ଲୋକମାନଙ୍କର କଥା ଶୁଣିଲେ ନାହିଁ। ପରମେଶ୍ୱର ଏହି ପ୍ରକାରେ ଏହିସବୁ ଘଟାଇଲେ। ସଦାପ୍ରଭୁ ଅହିୟଙ୍କ ମାଧ୍ୟମରେ ଯାରବିୟା‌ମଙ୍କୁ ଯେଉଁ କଥା କହିଥିଲେ, ତାହା ଯେପରି ସଫଳ ହୁଏ, ଏହା ସେପରି ଘଟିଲା ଅହିୟ ଶିଲୋନୀୟ ଲୋକ ଥିଲେ, ଏବଂ ଯାରବିୟାମ୍ ନବାଟଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ହାତରେ ନବାଟର ପୁତ୍ର ଯାରବୀୟାମଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ପରମେଶ୍ୱରଙ୍କ ଆଡ଼ୁ ଘଟିଲା।
Odia IRV 2017 (ଓଡିଆ ବାଇବେଲ)
ଏରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ହାତରେ ନବାଟର ପୁତ୍ର ଯାରବୀୟାମଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ପରମେଶ୍ୱରଙ୍କ ଆଡ଼ୁ ଘଟିଲା।