2 Chronicles 10:16 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନେ ଦେଖିଲେ ଯେ ରାଜା ରିହବିଯାମ୍ ସମାନଙ୍କେର କଥା ଶୁଣିଲେ ନାହିଁ। ତେଣୁ ସମାନେେ ରାଜାଙ୍କୁ କହିଲେ, ଆମ୍ଭମାନେେ କ'ଣ ଦାଉଦଙ୍କ ବଂଶର ଅଂଶ ବିଶଷେ ଅଟୁ? ନା! ଆମ୍ଭମାନେେ କ'ଣ ୟିଶୀଙ୍କ ପୁତ୍ର ଠାରୁ କିଛି ପାଇଅଛୁ? ନା! ତେଣୁ ଇଶ୍ରାୟେଲ, ଆସ ଆମ୍ଭୋମନେ ନିଜ ନିଜ ଗୃହକୁ ଫରେିୟିବା। ଦାଉଦ ତାଙ୍କର ଆତ୍ମୀଯମାନଙ୍କ ଉପରେ ରାଜତ୍ବ କରନ୍ତୁ। ଏହାପରେ ଇଶ୍ରାୟେଲର ସମସ୍ତ ଲୋକ ସମାନଙ୍କେର ଗୃହସବୁକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, ଦାଉଦଙ୍କଠାରେ ଆମ୍ଭମାନଙ୍କର କେଉଁ ଅଂଶ ଅଛି? ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର କୌଣସି ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ଵୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ନିଜ ଘର କଥା ବୁଝ । ତହୁଁ ଇସ୍ରାଏଲ-ଲୋକ ସମସ୍ତେ ଆପଣା ଆପଣା ତମ୍ଵୁକୁ ଚାଲିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ଦେଖିଲେ ଯେ ରାଜା ରିହବିୟାମ୍ ସେମାନଙ୍କର କଥା ଶୁଣିଲେ ନାହିଁ। ତେଣୁ ସେମାନେ ରାଜାଙ୍କୁ କହିଲେ; “ଆମ୍ଭେମାନେ କ’ଣ ଦାଉଦଙ୍କ ବଂଶର ଅଂଶ ବିଶେଷ ଅଟୁ? ନା! ଆମ୍ଭେମାନେ କ’ଣ ଯିଶୀଙ୍କ ପୁତ୍ରଠାରୁ କିଛି ପାଇଅଛୁ? ନା! ତେଣୁ, ଇସ୍ରାଏଲ ଆସ, ଆମ୍ଭେମାନେ ନିଜ ନିଜ ଗୃହକୁ ଫେରିଯିବା। ଦାଉଦ ତାଙ୍କର ଆତ୍ମୀୟମାନଙ୍କ ଉପରେ ରାଜତ୍ୱ କରନ୍ତୁ।” ଏହା ପରେ ଇସ୍ରାଏଲର ସମସ୍ତ ଲୋକ ସେମାନଙ୍କର ଗୃହସବୁକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କେଉଁ ଅଂଶ ଅଛି? ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର କୌଣସି ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ନିଜ ଘର କଥା ବୁଝ।” ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କେଉଁ ଅଂଶ ଅଛି? ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର କୌଣସି ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ନିଜ ଘର କଥା ବୁଝ। ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ତମ୍ବୁକୁ ଚାଲିଗଲେ