2 Chronicles 10:17 — Compare Translations

5 translations compared side by side

Odia - 1840
"କିନ୍ତୁ ଇଶ୍ରାୟେଲ ରେ କେତକେ ଲୋକ ଥିଲେ, ଯେଉଁମାନେ କି ଯିହୁଦାର ସହରଗୁଡ଼ିକରେ ବାସ କରୁଥିଲେ। ଆଉ, ରିହବିଯାମ୍ ସହେି ଲୋକମାନଙ୍କ ଉପରେ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଇସ୍ରାଏଲର ଯେଉଁ ସନ୍ତାନମାନେ ଯିହୁଦାର ନାନା ନଗରରେ ବାସ କଲେ, ସେମାନଙ୍କ ଉପରେ ରିହବୀୟାମ୍ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଇସ୍ରାଏଲରେ କେତେକ ଲୋକ ଥିଲେ, ଯେଉଁମାନେ କି ଯିହୁଦାର ସହରଗୁଡ଼ିକରେ ବାସ କରୁଥିଲେ। ଆଉ, ରିହବିୟାମ୍ ସେହି ଲୋକମାନଙ୍କ ଉପରେ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଇସ୍ରାଏଲର ଯେଉଁ ସନ୍ତାନମାନେ ଯିହୁଦାର ନାନା ନଗରରେ ବାସ କଲେ, ସେମାନଙ୍କ ଉପରେ ରିହବୀୟାମ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଇସ୍ରାଏଲର ଯେଉଁ ସନ୍ତାନମାନେ ଯିହୁଦାର ନାନା ନଗରରେ ବାସ କଲେ, ସେମାନଙ୍କ ଉପରେ ରିହବୀୟାମ ରାଜ୍ୟ କଲେ।”