2 Chronicles 10:18 — Compare Translations
5 translations compared side by side
Odia - 1840
"ଯେଉଁ ଲୋକମାନଙ୍କୁ କାର୍ୟ୍ଯ କରିବାକୁ ବାଧ୍ଯ କରାଗଲା, ହଦୋରାମ ସମାନଙ୍କେ ଦାଯିତ୍ବ ରେ ଥିଲେ। ରିହବିଯାମ୍ ତାହାଙ୍କୁ ଇଶ୍ରାୟେଲର ଲୋକାମାନଙ୍କ ନିକଟକୁ ପଠାଇଲେ। କିନ୍ତୁ ଇଶ୍ରାୟେଲର ଲୋକମାନେ ତାଙ୍କ ଉପରେ ପଥର ଫୋପାଡ଼ିଲେ ଓ ତାଙ୍କୁ ହତ୍ଯା କଲେ। ଏହାପରେ ରିହବିଯାମ୍ ଦୌଡ଼ି ୟାଇ ତାଙ୍କ ରଥ ଉପରକୁ ଡ଼ଇେଁ ଚଢ଼ିଗଲେ ଓ ଖସି ପଳାଇଲେ। ସେ ୟିରୁଶାଲମକୁ ପଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ରିହବୀୟାମ୍ ରାଜା ବେଠିକର୍ମାଧ୍ୟକ୍ଷ ହଦୋରାମକୁ ପଠାଇଲେ; ମାତ୍ର ଇସ୍ରାଏଲସନ୍ତାନମାନେ ତାହାକୁ ପ୍ରସ୍ତରାଘାତ କରନ୍ତେ, ସେ ମଲା । ତହିଁରେ ରିହବୀୟାମ୍ ରାଜା ଯିରୂଶାଲମକୁ ପଳାଇବା ପାଇଁ ଶୀଘ୍ର ରଥ ଉପରେ ଚଢ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନଙ୍କୁ କାର୍ଯ୍ୟ କରିବାକୁ ବାଧ୍ୟ କରାଗଲା, ହଦୋରାମ ସେମାନଙ୍କ ଦାୟିତ୍ୱରେ ଥିଲେ। ରିହବିୟାମ୍ ତାହାଙ୍କୁ ଇସ୍ରାଏଲର ଲୋକାମାନଙ୍କ ନିକଟକୁ ପଠାଇଲେ। କିନ୍ତୁ ଇସ୍ରାଏଲର ଲୋକମାନେ ତାଙ୍କ ଉପରେ ପଥର ଫୋପାଡ଼ିଲେ ଓ ତାଙ୍କୁ ହତ୍ୟା କଲେ। ଏହା ପରେ ରିହବିୟାମ୍ ଦୌଡ଼ି ଯାଇ ତାଙ୍କ ରଥ ଉପରକୁ ଡେଇଁ ଚଢ଼ିଗଲେ ଓ ଖସି ପଳାଇଲେ। ସେ ଯିରୁଶାଲମକୁ ପଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ରିହବୀୟାମ ରାଜା ବେଠିକର୍ମାଧ୍ୟକ୍ଷ ହଦୋରାମକୁ ପଠାଇଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ତାହାକୁ ପ୍ରସ୍ତରାଘାତ କରନ୍ତେ, ସେ ମଲା। ତହିଁରେ ରିହବୀୟାମ ରାଜା ଯିରୂଶାଲମକୁ ପଳାଇବା ପାଇଁ ଶୀଘ୍ର ରଥ ଉପରେ ଚଢ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ରିହବୀୟାମ ରାଜା ବେଠିକର୍ମାଧ୍ୟକ୍ଷ ହଦୋରାମକୁ ପଠାଇଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ତାହାକୁ ପ୍ରସ୍ତରାଘାତ କରନ୍ତେ, ସେ ମଲା। ତହିଁରେ ରିହବୀୟାମ ରାଜା ଯିରୂଶାଲମକୁ ପଳାଇବା ପାଇଁ ଶୀଘ୍ର ରଥ ଉପରେ ଚଢ଼ିଲେ।