2 Chronicles 10:2 — Compare Translations

5 translations compared side by side

Odia - 1840
"ରିହବିଯାମ୍ ମିଶର ରେ ଥିଲେ, କାରଣ ସେ ରାଜା ଶଲୋମନଙ୍କଠାରୁ ପଳାଯନ କରିଥିଲେ। ୟାରବିଯାମ୍ ନବାଟଙ୍କ ପୁତ୍ର ଥିଲେ। ୟାରବିଯାମ୍ ଶୁଣିଲେ ଯେ, ରିହବିଯାମ୍ ନୂତନ ରାଜା ହବୋକୁ ଯାଉଅଛନ୍ତି। ତେଣୁ ୟାରବିଯାମ୍ ମିଶରରୁ ଫରେି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ନବାଟର ପୁତ୍ର ଯାରବୀୟାମ୍, ଯେ ଶଲୋମନ ରାଜାଙ୍କ ଛାମୁରୁ ପଳାଇ ମିସରରେ ଥିଲେ, ସେହି ଯାରବୀୟାମ୍ ସମ୍ଵାଦ ପାଇ ମିସରରୁ ଫେରି ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରିହବିୟାମ୍ ମିଶରରେ ଥିଲେ, କାରଣ ସେ ରାଜା ଶଲୋମନଙ୍କଠାରୁ ପଳାୟନ କରିଥିଲେ। ଯାରବିୟାମ୍ ନବାଟଙ୍କ ପୁତ୍ର ଥିଲେ। ଯାରବିୟାମ୍ ଶୁଣିଲେ ଯେ, ରିହବିୟାମ୍ ନୂତନ ରାଜା ହେବାକୁ ଯାଉଅଛନ୍ତି। ତେଣୁ ଯାରବିୟାମ୍ ମିଶରରୁ ଫେରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ନବାଟର ପୁତ୍ର ଯାରବୀୟାମ, ଯେ ଶଲୋମନ ରାଜାଙ୍କ ଛାମୁରୁ ପଳାଇ ମିସରରେ ଥିଲେ, ସେହି ଯାରବୀୟାମ ସମ୍ବାଦ ପାଇ ମିସରରୁ ଫେରି ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ନବାଟର ପୁତ୍ର ଯାରବୀୟାମ୍‍, ଯେ ଶଲୋମନ ରାଜାଙ୍କ ଛାମୁରୁ ପଳାଇ ମିସରରେ ଥିଲେ, ସେହି ଯାରବୀୟାମ୍‍ ସମ୍ବାଦ ପାଇ ମିସରରୁ ଫେରି ଆସିଲେ।