2 Chronicles 10:3 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନେ ୟାରବିଯାମ୍ଙ୍କୁ ସମାନଙ୍କେ ସଙ୍ଗ ରେ ଆସିବାକୁ ନିମନ୍ତ୍ରଣ ଜଣାଇଲେ। ଏହାପରେ ୟାରବିଯାମ୍ ଓ ଇଶ୍ରାୟେଲ ସମସ୍ତ ଲୋକ ରିହବିଯାମ୍ଙ୍କ ନିକଟକୁ ଗଲେ। ସମାନେେ ତାଙ୍କୁ କହିଲେ, ରିହବିଯାମ୍,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଲୋକମାନେ ତାଙ୍କୁ ଡକାଇ ପଠାଇଲେ; ତହିଁରେ ଯାରବୀୟାମ୍ ଓ ସମଗ୍ର ଇସ୍ରାଏଲ ଆସି ରିହବୀୟାମ୍ଙ୍କୁ ଏହି କଥା କହିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ଯାରବିୟାମଙ୍କ ସେମାନଙ୍କ ସଙ୍ଗରେ ଆସିବାକୁ ନିମନ୍ତ୍ରଣ ଜଣାଇଲେ। ଏହା ପରେ ଯାରବିୟାମ୍ ଓ ଇସ୍ରାଏଲର ସମସ୍ତ ଲୋକ ରିହବିୟାମଙ୍କ ନିକଟକୁ ଗଲେ। ସେମାନେ ତାଙ୍କୁ କହିଲେ, “ରିହବିୟାମ୍,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଲୋକମାନେ ତାଙ୍କୁ ଡକାଇ ପଠାଇଲେ; ତହିଁରେ ଯାରବୀୟାମ ଓ ସମଗ୍ର ଇସ୍ରାଏଲ ଆସି ରିହବୀୟାମଙ୍କୁ ଏହି କଥା କହିଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଲୋକମାନେ ତାଙ୍କୁ ଡକାଇ ପଠାଇଲେ; ତହିଁରେ ଯାରବୀୟାମ୍ ଓ ସମଗ୍ର ଇସ୍ରାଏଲ ଆସି ରିହବୀୟାମଙ୍କୁ ଏହି କଥା କହିଲେ;