2 Chronicles 10:4 — Compare Translations

5 translations compared side by side

Odia - 1840
"ତୁମ୍ଭର ପିତା ଆମ୍ଭମାନଙ୍କ ଜୀବନକୁ ଅସହ୍ଯ କରିଛନ୍ତି। ଆମ୍ଭମାନଙ୍କୁ ତାହା ଏକ ଅତ୍ଯନ୍ତ ଭାରୀ ବୋଝ ବୋହିଲା ପରି ଲାଗୁଅଛି। ସହେି ବୋଝକୁ ଆମ୍ଭମାନଙ୍କ ନିମନ୍ତେ ହାଲୁକା କରିଦିଅ, ତବେେ ଆମ୍ଭମାନେେ ତୁମ୍ଭର ସବୋ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କର ସେବା କରିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପିତା ଆମ୍ଭମାନଙ୍କ ଜୀବନକୁ ଅସହ୍ୟ କରିଛନ୍ତି। ଆମ୍ଭମାନଙ୍କୁ ତାହା ଏକ ଅତ୍ୟନ୍ତ ଭାରୀ ବୋଝ ବୋହିଲା ପରି ଲାଗୁଅଛି। ସେହି ବୋଝକୁ ଆମ୍ଭମାନଙ୍କ ନିମନ୍ତେ ହାଲୁକା କରିଦିଅ, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କର ସେବା କରିବୁ।”
Odia IRV 2017 (ଓଡିଆ ବାଇବେଲ)
“ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କର ସେବା କରିବୁ।”