2 Chronicles 10:7 — Compare Translations
5 translations compared side by side
Odia - 1840
"ବୃଦ୍ଧ ବ୍ଯକ୍ତିମାନେ ରିହବିଯାମ୍ଙ୍କୁ କହିଲେ, ଯଦି ତୁମ୍ଭେ ଏହି ଲୋକମାନଙ୍କ ପ୍ରତି ଦୟାଳୁ ହବେ ଓ ସମାନଙ୍କେୁ ସନ୍ତୁଷ୍ଟ କରିବ ଏବଂ ସମାନଙ୍କେୁ ମଧୁର କଥା କହିବ, ତବେେ ସମାନେେ ଚିରକାଳ ତୁମ୍ଭର ସବୋ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେମାନେ ତାଙ୍କୁ କହିଲେ, ଯେବେ ତୁମ୍ଭେ ଏହି ଲୋକମାନଙ୍କ ପ୍ରତି ଦୟାଳୁ ହୋଇ ସେମାନଙ୍କୁ ସନ୍ତୁଷ୍ଟ କରିବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ବୃଦ୍ଧ ବ୍ୟକ୍ତିମାନେ ରିହବିୟାମଙ୍କୁ କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କ ପ୍ରତି ଦୟାଳୁ ହେବ ଓ ସେମାନଙ୍କୁ ସନ୍ତୁଷ୍ଟ କରିବ ଏବଂ ସେମାନଙ୍କୁ ମଧୁର କଥା କହିବ, ତେବେ ସେମାନେ ଚିରକାଳ ତୁମ୍ଭର ସେବା କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେମାନେ ତାଙ୍କୁ କହିଲେ, “ଯେବେ ତୁମ୍ଭେ ଏହି ଲୋକମାନଙ୍କ ପ୍ରତି ଦୟାଳୁ ହୋଇ ସେମାନଙ୍କୁ ସନ୍ତୁଷ୍ଟ କରିବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।”
Odia IRV 2017 (ଓଡିଆ ବାଇବେଲ)
ତେବେ ସେମାନେ ତାଙ୍କୁ କହିଲେ, “ଯେବେ ତୁମ୍ଭେ ଏହି ଲୋକମାନଙ୍କ ପ୍ରତି ଦୟାଳୁ ହୋଇ ସେମାନଙ୍କୁ ସନ୍ତୁଷ୍ଟ କରିବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।”