2 Chronicles 10:8 — Compare Translations

5 translations compared side by side

Odia - 1840
"କିନ୍ତୁ ରିହବିଯାମ୍ ବୃଦ୍ଧ ଲୋକମାନେ ଦଇେଥିବା ଉପଦେଶକୁ ଗ୍ରହଣ କଲେ ନାହିଁ। ରିହବିଯାମ୍ ତାଙ୍କ ସଙ୍ଗେ ଏକତ୍ର ବଢ଼ିଥିବା ଓ ତାଙ୍କର ସବୋ କରୁଥିବା ୟୁବା ଲୋକମାନଙ୍କ ସହିତ କଥା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ମନ୍ତ୍ରଣା ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସଙ୍ଗେ ମନ୍ତ୍ରଣା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ରିହବିୟାମ୍ ବୃଦ୍ଧ ଲୋକମାନେ ଦେଇଥିବା ଉପଦେଶକୁ ଗ୍ରହଣ କଲେ ନାହିଁ। ରିହବିୟାମ୍ ତାଙ୍କ ସଙ୍ଗେ ଏକତ୍ର ବଢ଼ିଥିବା ଓ ତାଙ୍କର ସେବା କରୁଥିବା ଯୁବା ଲୋକମାନଙ୍କ ସହିତ କଥା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଠିଆ ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଠିଆ ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ।