2 Chronicles 10:9 — Compare Translations
5 translations compared side by side
Odia - 1840
"ରିହବିଯାମ୍ ସମାନଙ୍କେୁ କହିଲେ, ତୁମ୍ଭମାନେେ ମାେତେ କେଉଁ ପରାମର୍ଶ ଦେଉଅଛ, ଆମ୍ଭମାନେେ ଏହି ଲୋକମାନଙ୍କୁ କି ପ୍ରକା ରେ ଉତ୍ତର ଦବୋ ଉଚିତ୍? ମାରେ ପିତା ସମାନଙ୍କେ ଉପରେ ଯେଉଁ ଭାର ରଖିଛନ୍ତି, ତାହା ମୁଁ ହାଲୁକା କରେ ବୋଲି ସମାନେେ ଚାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କୁ କହିଲେ, ଏହି ଲୋକମାନେ ଆମ୍ଭକୁ କହୁଅଛନ୍ତି, ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭକୁ କି ମନ୍ତ୍ରଣା ଦେଉଅଛ?
Odia Bible ERV 2004 (ପବିତ୍ର ବାଇବଲ)
ରିହବିୟାମ୍ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋତେ କେଉଁ ପରାମର୍ଶ ଦେଉଅଛ, ଆମ୍ଭେମାନେ ଏହି ଲୋକମାନଙ୍କୁ କି ପ୍ରକାରେ ଉତ୍ତର ଦେବା ଉଚିତ୍? ମୋର ପିତା ସେମାନଙ୍କ ଉପରେ ଯେଉଁ ଭାର ରଖିଛନ୍ତି, ତାହା ମୁଁ ହାଲୁକା କରେ ବୋଲି ସେମାନେ ଗ୍ଭହାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ କହିଲେ, “ଏହି ଲୋକମାନେ ଆମ୍ଭକୁ କହୁଅଛନ୍ତି, ‘ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭକୁ କି ପରାମର୍ଶ ଦେଉଅଛ?’”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ କହିଲେ, “ଏହି ଲୋକମାନେ ଆମ୍ଭକୁ କହୁଅଛନ୍ତି, ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭକୁ କି ପରାମର୍ଶ ଦେଉଅଛ”?