2 Chronicles 11:1 — Compare Translations

5 translations compared side by side

Odia - 1840
"ରିହବିଯାମ୍ ଯେତବେେଳେ ୟିରୁଶାଲମକୁ ଆସିଲେ, ସେ ସର୍ବୋତ୍ତମ ସୈନିକମାନଙ୍କ ମଧ୍ଯରୁ 1,80,000 ଜଣଙ୍କୁ ଏକତ୍ର କଲେ। ସେ ଯିହୁଦା ଓ ବିନ୍ଯାମୀନ ଗୋଷ୍ଠୀରୁ ଏହି ସୈନିକମାନଙ୍କୁ ସଂଗ୍ରହ କଲେ। ରିହବିଯାମ୍ ଯେପରି ତାଙ୍କର ରାଜ୍ଯ ଫରେିପାଇବେ, ଏଥିନିମନ୍ତେ ଇଶ୍ରାୟେଲର ବିରୁଦ୍ଧ ରେ ୟୁଦ୍ଧ କରିବା ନିମନ୍ତେ ସେ ସହେି ସୈନ୍ଯମାନଙ୍କୁ ଏକତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ରିହବୀୟାମ୍ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ସେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରି ରିହବୀୟାମ୍ଙ୍କ ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଯିହୁଦା ଓ ବିନ୍ୟାମୀନ୍ ବଂଶର ଏକ ଲକ୍ଷ ଅଶୀ ହଜାର ବଚ୍ଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରିହବିୟାମ୍ ଯେତେବେଳେ ଯିରୁଶାଲମକୁ ଆସିଲେ, ସେ ସର୍ବୋତ୍ତମ ସୈନିକମାନଙ୍କ ମଧ୍ୟରୁ 180,000 ଜଣଙ୍କୁ ଏକତ୍ର କଲେ। ସେ ଯିହୁଦା ଓ ବିନ୍ୟାମୀନ ଗୋଷ୍ଠୀରୁ ଏହି ସୈନିକମାନଙ୍କୁ ସଂଗ୍ରହ କଲେ। ରିହବିୟାମ୍ ଯେପରି ତାଙ୍କର ରାଜ୍ୟ ଫେରି ପାଇବେ, ଏଥିନିମନ୍ତେ ଇସ୍ରାଏଲର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେ ସେହି ସୈନ୍ୟମାନଙ୍କୁ ଏକତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ସେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରି ରିହବୀୟାମଙ୍କ ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଯିହୁଦା ଓ ବିନ୍ୟାମୀନ୍ ବଂଶର ଏକ ଲକ୍ଷ ଅଶୀ ହଜାର ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ସେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରି ରିହବୀୟାମଙ୍କ ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଯିହୁଦା ଓ ବିନ୍ୟାମୀନ୍ ବଂଶର ଏକ ଲକ୍ଷ ଅଶୀ ହଜାର ବଚ୍ଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ।