2 Chronicles 11:10 — Compare Translations

5 translations compared side by side

Odia - 1840
"ସରା, ଅଯାଲୋନ୍ ଓ ହିବ୍ରୋଣ୍ର ନଗର ସବୁର ମରାମତି କଲେ। ଯିହୁଦା ଓ ବିନ୍ଯାମୀନର ଏହି ନଗରଗୁଡ଼ିକ ଦୃଢ଼ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସରା ଓ ଅୟାଲୋନ୍ ଓ ହିବ୍ରୋଣ, ଯିହୁଦାର ଓ ବିନ୍ୟାମୀନର ମଧ୍ୟବର୍ତ୍ତୀ ଏହି ପ୍ରାଚୀରବେଷ୍ଟିତ ନଗରସବୁ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସରା, ଅୟାଲୋନ୍ ଓ ହିବ୍ରୋଣର ନଗର ସବୁର ମରାମତି କଲେ। ଯିହୁଦା ଓ ବିନ୍ୟାମୀନର ଏହି ନଗରଗୁଡ଼ିକ ଦୃଢ଼ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସରାୟ, ଅୟାଲୋନ୍‍, ହିବ୍ରୋଣ, ଯିହୁଦାର ଓ ବିନ୍ୟାମୀନ୍‍ର ମଧ୍ୟବର୍ତ୍ତୀ ଏହି ପ୍ରାଚୀର-ବେଷ୍ଟିତ ନଗରସବୁ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସରାୟ, ଅୟାଲୋନ୍‍, ହିବ୍ରୋଣ, ଯିହୁଦାର ଓ ବିନ୍ୟାମୀନ୍‍ର ମଧ୍ୟବର୍ତ୍ତୀ ଏହି ପ୍ରାଚୀରବେଷ୍ଟିତ ନଗରସବୁ ନିର୍ମାଣ କଲେ।