2 Chronicles 11:12 — Compare Translations
5 translations compared side by side
Odia - 1840
"ଆହୁରି ମଧ୍ଯ, ରିହବିଯାମ୍ ପ୍ରେତ୍ୟକକ ନଗର ରେ ଢ଼ାଲ ଓ ବର୍ଚ୍ଛାମାନ ଗଚ୍ଛିତ ରଖିଲେ ଓ ନଗରଗୁଡ଼ିକୁ ଅତ୍ଯନ୍ତ ଦୃଢ଼ କଲେ। ରିହବିଯାମ୍ ଯିହୁଦା ଓ ବିନ୍ଯାମୀନର ନଗର ଓ ତାହାର ଲୋକମାନଙ୍କୁ ନିଜ ଅଧୀନ ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରତ୍ୟେକ ନଗରରେ ସେ ଢାଲ ଓ ବର୍ଚ୍ଛା ରଖିଲେ, ପୁଣି ନଗରସବୁକୁ ଅତିଶୟ ଦୃଢ଼ କଲେ । ଆଉ ଯିହୁଦା ଓ ବିନ୍ୟାମୀନ ତାଙ୍କର ପକ୍ଷ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମଧ୍ୟ, ରିହବିୟାମ୍ ପ୍ରତ୍ୟେକ ନଗରରେ ଢାଲ ଓ ବର୍ଚ୍ଛାମାନ ଗଚ୍ଛିତ ରଖିଲେ ଓ ନଗରଗୁଡ଼ିକୁ ଅତ୍ୟନ୍ତ ଦୃଢ଼ କଲେ। ରିହବିୟାମ୍ ଯିହୁଦା ଓ ବିନ୍ୟାମୀନର ନଗର ଓ ତାହାର ଲୋକମାନଙ୍କୁ ନିଜ ଅଧୀନରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପ୍ରତ୍ୟେକ ନଗରରେ ସେ ଢାଲ ଓ ବର୍ଚ୍ଛା ରଖିଲେ, ପୁଣି ନଗରସବୁକୁ ଅତିଶୟ ଦୃଢ଼ କଲେ ଆଉ ଯିହୁଦା ଓ ବିନ୍ୟାମୀନ୍ ତାଙ୍କର ପକ୍ଷ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପ୍ରତ୍ୟେକ ନଗରରେ ସେ ଢାଲ ଓ ବର୍ଚ୍ଛା ରଖିଲେ, ପୁଣି ନଗରସବୁକୁ ଅତିଶୟ ଦୃଢ଼ କଲେ ଆଉ ଯିହୁଦା ଓ ବିନ୍ୟାମୀନ୍ ତାଙ୍କର ପକ୍ଷ ହେଲେ।