2 Chronicles 11:13 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ସମସ୍ତ ଯାଜକ ଓ ଲବେୀୟଗଣ ରିହବିଯାମ୍ ସହ ଏକମତ ହେଲେ ଓ ତାଙ୍କ ସହିତ ୟୋଗ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସମୁଦାୟ ଇସ୍ରାଏଲର ମଧ୍ୟବର୍ତ୍ତୀ ଯାଜକ ଓ ଲେବୀୟମାନେ ଆପଣା ଆପଣା ସମସ୍ତ ଅଞ୍ଚଳରୁ ଆସି ତାଙ୍କ ନିକଟରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସମସ୍ତ ଯାଜକ ଓ ଲେବୀୟଗଣ ରିହବିୟାମ୍ ସହ ଏକମତ ହେଲେ ଓ ତାଙ୍କ ସହିତ ଯୋଗ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସମୁଦାୟ ଇସ୍ରାଏଲର ମଧ୍ୟବର୍ତ୍ତୀ ଯାଜକ ଓ ଲେବୀୟମାନେ ଆପଣା ଆପଣା ସମସ୍ତ ଅଞ୍ଚଳରୁ ଆସି ତାଙ୍କ ନିକଟରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସମୁଦାୟ ଇସ୍ରାଏଲର ମଧ୍ୟବର୍ତ୍ତୀ ଯାଜକ ଓ ଲେବୀୟମାନେ ଆପଣା ଆପଣା ସମସ୍ତ ଅଞ୍ଚଳରୁ ଆସି ତାଙ୍କ ନିକଟରେ ଉପସ୍ଥିତ ହେଲେ।