2 Chronicles 11:14 — Compare Translations
5 translations compared side by side
Odia - 1840
"ଲବେୀୟମାନେ ସମାନଙ୍କେର ତୃଣଭୂମି ଓ ନିଜର ସମ୍ପତ୍ତି ସବୁକୁ ପରିତ୍ଯାଗ କଲେ ଏବଂ ଯିହୁଦା ଓ ୟିରୁଶାଲମକୁ ଚାଲିଆସିଲେ। ରିହବିଯାମ୍ ଓ ତାଙ୍କର ପୁତ୍ରମାନେ ଲବେୀୟମାନଙ୍କୁ ସଦାପ୍ରଭୁଙ୍କ ଯାଜକରୂପେ ସବୋକାର୍ୟ୍ଯ କରିବାକୁ ବାରଣ କରିବାରୁ ସମାନେେ ଏହିପରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଲେବୀୟମାନେ ଆପଣା ଆପଣା (ନଗରର) ତଳିଭୂମି ଓ ଆପଣା ଆପଣା ଅଧିକାର ତ୍ୟାଗ କରି ଯିହୁଦା ଓ ଯିରୂଶାଲମକୁ ଆସିଲେ; ଯେହେତୁ ଯାରବୀୟାମ୍ ଓ ତାଙ୍କର ପୁତ୍ରଗଣ ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯାଜକର କାର୍ଯ୍ୟ କରିବାକୁ ନ ଦେଇ ତଡ଼ି ଦେଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟମାନେ ସେମାନଙ୍କର ତୃଣଭୂମି ଓ ନିଜର ସମ୍ପତ୍ତି ସବୁକୁ ପରିତ୍ୟାଗ କଲେ ଏବଂ ଯିହୁଦା ଓ ଯିରୁଶାଲମକୁ ଗ୍ଭଲି ଆସିଲେ। ରିହବିୟାମ୍ ଓ ତାଙ୍କର ପୁତ୍ରମାନେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଯାଜକରୂପେ ସେବାକାର୍ଯ୍ୟ କରିବାକୁ ବାରଣ କରିବାରୁ ସେମାନେ ଏହିପରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଲେବୀୟମାନେ ଆପଣା ଆପଣା (ନଗରର) ତଳିଭୂମି ଓ ଆପଣା ଆପଣା ଅଧିକାର ତ୍ୟାଗ କରି ଯିହୁଦା ଓ ଯିରୂଶାଲମକୁ ଆସିଲେ; ଯେହେତୁ ଯାରବୀୟାମ ଓ ତାଙ୍କର ପୁତ୍ରଗଣ ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯାଜକର କାର୍ଯ୍ୟ କରିବାକୁ ନ ଦେଇ ତଡ଼ି ଦେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଲେବୀୟମାନେ ଆପଣା ଆପଣା (ନଗରର) ତଳିଭୂମି ଓ ଆପଣା ଆପଣା ଅଧିକାର ତ୍ୟାଗ କରି ଯିହୁଦା ଓ ଯିରୂଶାଲମକୁ ଆସିଲେ; ଯେହେତୁ ଯାରବୀୟାମ୍ ଓ ତାଙ୍କର ପୁତ୍ରଗଣ ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯାଜକର କାର୍ଯ୍ୟ କରିବାକୁ ନ ଦେଇ ତଡ଼ି ଦେଇଥିଲେ।