2 Chronicles 11:15 — Compare Translations
5 translations compared side by side
Odia - 1840
"ୟାରବିଯାମ୍ ଉଚ୍ଚସ୍ଥାନମାନଙ୍କ ରେ ସବୋକାର୍ୟ୍ଯ କରିବା ନିମନ୍ତେ ସ୍ବଯଂ ଯାଜକମାନଙ୍କୁ ମନୋନୀତ କଲେ, ଯେଉଁ ସ୍ଥାନମାନଙ୍କ ରେ କି ସେ ନିର୍ମାଣ କରିଥିବା ଛଳେି ଓ ବାଛୁରୀର ପ୍ରତିମା ସ୍ଥାପନ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଉଚ୍ଚସ୍ଥଳୀସକଳର ଓ ଛାଗ (ଦେବତା-ମାନଙ୍କର) ଓ ସ୍ଵର୍ଣ୍ଣନିର୍ମିତ ଗୋବତ୍ସସକଳର ନିମନ୍ତେ ଆପଣାର ଯାଜକ ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାରବିୟାମ୍ ଉଚ୍ଚସ୍ଥାନମାନଙ୍କରେ ସେବାକାର୍ଯ୍ୟ କରିବା ନିମନ୍ତେ ସ୍ୱୟଂ ଯାଜକମାନଙ୍କୁ ମନୋନୀତ କଲେ, ଯେଉଁ ସ୍ଥାନମାନଙ୍କରେ କି ସେ ନିର୍ମାଣ କରିଥିବା ଛେଳି ଓ ବାଛୁରିର ପ୍ରତିମା ସ୍ଥାପନ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଉଚ୍ଚସ୍ଥଳୀସକଳର ଓ ଛାଗ ଦେବତାମାନଙ୍କର ଓ ସ୍ୱର୍ଣ୍ଣନିର୍ମିତ ଗୋବତ୍ସସକଳର ନିମନ୍ତେ ଆପଣାର ଯାଜକ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଉଚ୍ଚସ୍ଥଳୀସକଳର ଓ ଛାଗ ଦେବତାମାନଙ୍କର ଓ ସ୍ୱର୍ଣ୍ଣନିର୍ମିତ ଗୋବତ୍ସସକଳର ନିମନ୍ତେ ଆପଣାର ଯାଜକ ନିଯୁକ୍ତ କଲେ।