2 Chronicles 11:17 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ଯିହୁଦା ରାଜ୍ଯକୁ ସୁଦୃଢ଼ କଲେ। ଆଉ ସମାନେେ ତିନି ବର୍ଷ ପର୍ୟ୍ଯନ୍ତ ଶଲୋମନଙ୍କ ପୁତ୍ର ରିହବିଯାମ୍ଙ୍କର ସପକ୍ଷ ରେ ରହିଲେ। ସମାନେେ ଏପ୍ରକାର କଲେ, କାରଣ ଦାଉଦ ଓ ଶଲୋମନ ଯେଉଁ ମାର୍ଗ ରେ ଜୀବନ କାଟୁଥିଲେ, ସହେି ସମୟରେ ସମାନେେ ସହେି ମାର୍ଗ ରେ ଜୀବନ କାଟିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନେ ଯିହୁଦାର ରାଜ୍ୟ ଦୃଢ଼ କଲେ, ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମ୍ଙ୍କୁ ତିନି ବର୍ଷ ପର୍ଯ୍ୟନ୍ତ ବଳବାନ କଲେ; କାରଣ ସେମାନେ ତିନି ବର୍ଷ ପର୍ଯ୍ୟନ୍ତ ଦାଉଦଙ୍କର ଓ ଶଲୋମନଙ୍କର ପଥରେ ଚାଲିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଯିହୁଦା ରାଜ୍ୟକୁ ସୁଦୃଢ଼ କଲେ। ଆଉ ସେମାନେ ତିନି ବର୍ଷ ପର୍ଯ୍ୟନ୍ତ ଶଲୋମନଙ୍କ ପୁତ୍ର ରିହବିୟାମଙ୍କର ସପକ୍ଷରେ ରହିଲେ। ସେମାନେ ଏପ୍ରକାର କଲେ, କାରଣ ଦାଉଦ ଓ ଶଲୋମନ ଯେଉଁ ମାର୍ଗରେ ଜୀବନ କାଟୁଥିଲେ, ସେହି ସମୟରେ ସେମାନେ ସେହି ମାର୍ଗରେ ଜୀବନ କାଟିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନେ ଯିହୁଦାର ରାଜ୍ୟ ଦୃଢ଼ କଲେ, ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମଙ୍କୁ ତିନି ବର୍ଷ ପର୍ଯ୍ୟନ୍ତ ବଳବାନ କଲେ; କାରଣ ସେମାନେ ତିନି ବର୍ଷ ପର୍ଯ୍ୟନ୍ତ ଦାଉଦଙ୍କର ଓ ଶଲୋମନଙ୍କର ପଥରେ ଚାଲିଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନେ ଯିହୁଦାର ରାଜ୍ୟ ଦୃଢ଼ କଲେ, ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମଙ୍କୁ ତିନି ବର୍ଷ ପର୍ଯ୍ୟନ୍ତ ବଳବାନ କଲେ; କାରଣ ସେମାନେ ତିନି ବର୍ଷ ପର୍ଯ୍ୟନ୍ତ ଦାଉଦଙ୍କର ଓ ଶଲୋମନଙ୍କର ପଥରେ ଚାଲିଲେ।