2 Chronicles 11:18 — Compare Translations

5 translations compared side by side

Odia - 1840
"ରିହବିଯାମ୍ ମହଲତ୍ଙ୍କୁ ବିବାହ କଲେ। ତାଙ୍କର ପିତା ଥିଲେ ଯିରମୋେତ୍ର। ତାଙ୍କର ମାତା ଥିଲେ ଅବୀହଯିଲ। ଯିରମୋେତ୍ର ଦାଉଦଙ୍କ ପୁତ୍ର ଥିଲେ। ଅବୀହଯିଲ ଇଲିଯାବ୍ଙ୍କ କନ୍ଯା ଥିଲେ। ଇଲିଯାବ୍ ୟିଶୀଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ରିହବୀୟାମ୍ ମହଲତ୍ ନାମ୍ନୀ ଏକ ଭାର୍ଯ୍ୟା ଗ୍ରହଣ କଲେ, ସେ ଦାଉଦଙ୍କର ପୁତ୍ର ଯିରେମୋତ୍ର ଓ ଯିଶୀର ପୁତ୍ର ଇଲୀୟାବର କନ୍ୟା ଅବୀହୟିଲର କନ୍ୟା ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ରିହବିୟାମଙ୍କ ପରିବାର ରିହବିୟାମ୍ ମହଲତ୍‌କୁ ବିବାହ କଲେ। ତାଙ୍କର ପିତା ଥିଲେ ଯିରେମୋତ୍‌ର। ତାଙ୍କର ମାତା ଥିଲେ ଅବୀହେଲିୟ। ଯିରେମୋତ୍‌ର ଦାଉଦଙ୍କ ପୁତ୍ର ଥିଲେ। ଅବୀହେଲିୟ ଇଲିୟାବଙ୍କ କନ୍ୟା ଥିଲେ। ଇଲିୟାବ୍ ଯିଶୀଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରିହବୀୟାମ ମହଲତ୍‍ ନାମ୍ନୀ ଏକ ଭାର୍ଯ୍ୟା ଗ୍ରହଣ କଲେ, ସେ ଦାଉଦଙ୍କର ପୁତ୍ର ଯିରେମୋତ୍‍ର ଓ ଯିଶୀର ପୁତ୍ର ଇଲୀୟାବ୍‍ର କନ୍ୟା ଅବୀହୟିଲର କନ୍ୟା ଥିଲା;
Odia IRV 2017 (ଓଡିଆ ବାଇବେଲ)
ପୁଣି, ରିହବୀୟାମ ମହଲତ୍‍ ନାମ୍ନୀ ଏକ ଭାର୍ଯ୍ୟା ଗ୍ରହଣ କଲେ, ସେ ଦାଉଦଙ୍କର ପୁତ୍ର ଯିରେମୋତ୍‍ର ଓ ଯିଶୀର ପୁତ୍ର ଇଲୀୟାବ୍‍ର କନ୍ୟା ଅବୀହୟିଲର କନ୍ୟା ଥିଲା;