2 Chronicles 11:2 — Compare Translations
5 translations compared side by side
Odia - 1840
"କିନ୍ତୁ ସଦାପ୍ରଭୁଙ୍କଠାରୁ ଶମଯିଯଙ୍କ ନିକଟକୁ ବାର୍ତ୍ତା ଆସିଲା। ଶମଯିଯ ପରମେଶ୍ବରଙ୍କର ଜଣେ ବ୍ଯକ୍ତି ଥିଲେ। ସଦାପ୍ରଭୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପରମେଶ୍ଵରଙ୍କ ଲୋକ ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁଙ୍କଠାରୁ ଶମୟିୟଙ୍କ ନିକଟକୁ ବାର୍ତ୍ତା ଆସିଲା। ଶମୟିୟ ପରମେଶ୍ୱରଙ୍କର ଜଣେ ବ୍ୟକ୍ତି ଥିଲେ। ସଦାପ୍ରଭୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପରମେଶ୍ୱରଙ୍କ ଲୋକ ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପରମେଶ୍ୱରଙ୍କ ଲୋକ ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।