2 Chronicles 11:20 — Compare Translations

5 translations compared side by side

Odia - 1840
"ଏହାପରେ ରିହବିଯାମ୍ ମାଖାଙ୍କୁ ବିବାହ କଲେ। ମାଖା ଅବଶା ଲୋମ୍ଙ୍କ ଝିଅ ଥିଲେ। ଆଉ ମାଖା ରିହବିଯାମ୍ଙ୍କୁ ଏହି ସନ୍ତାନମାନଙ୍କୁ ଦେଲେ: ଅବିଯ, ଅତଯ, ସୀଷ ଓ ଶଲୋମୀତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ରିହବୀୟାମ୍ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ୟ ଓ ସୀଷ ଓ ଶଲୋମୀତକୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରିହବିୟାମ୍ ମାଖାଙ୍କୁ ବିବାହ କଲେ। ମାଖା ଅବଶାଲୋମଙ୍କ ଝିଅ ଥିଲେ। ଆଉ ମାଖା ରିହବିୟାମଙ୍କୁ ଏହି ସନ୍ତାନମାନଙ୍କୁ ଦେଲେ: ଅବିୟ, ଅତୟ, ସୀଷ ଓ ଶଲୋମୀତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ରିହବୀୟାମ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ତୟ ଓ ସୀଷ ଓ ଶଲୋମୀତ୍‍କୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ରିହବୀୟାମ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ତୟ ଓ ସୀଷ ଓ ଶଲୋମୀତ୍‍କୁ ଜାତ କଲା।