2 Chronicles 11:21 — Compare Translations

5 translations compared side by side

Odia - 1840
"ରିହବିଯାମ୍ ତାଙ୍କର ଅଠର ଜଣ ସ୍ତ୍ରୀ ଓ ଷାଠିଏ ଜଣ ଉପପତ୍ନୀମାନଙ୍କ ମଧିଅରେ ମାଖାଙ୍କୁ ସବୁଠାରୁ ଅଧିକ ପ୍ ରମେ କରୁଥିଲେ। ରିହବିଯାମ୍ ଅଠଇେଶ ଜଣ ପୁତ୍ର ଓ ଷାଠିଏ ଜଣ କନ୍ଯାଙ୍କର ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରିହବୀୟାମ୍ ଆପଣାର ସବୁ ପନିୀ ଓ ଉପପନିୀ ଅପେକ୍ଷା ଅବଶାଲୋମର କନ୍ୟା ମାଖାକୁ ଅଧିକ ପ୍ରେମ କଲେ; ସେ ଅଠର ପନିୀ ଓ ଷାଠିଏ ଉପପନିୀ ଗ୍ରହଣ କଲେ ଓ ଅଠାଇଶ ପୁତ୍ର ଓ ଷାଠିଏ କନ୍ୟା ଜାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରିହବିୟାମ୍ ତାଙ୍କର ଅଠର ଜଣ ସ୍ତ୍ରୀ ଓ ଷାଠିଏ ଜଣ ଉପପତ୍ନୀମାନଙ୍କ ମଧ୍ୟରେ ମାଖାଙ୍କୁ ସବୁଠାରୁ ଅଧିକ ପ୍ରେମ କରୁଥିଲେ। ରିହବିୟାମ୍ ଅଠେଇଶ ଜଣ ପୁତ୍ର ଓ ଷାଠିଏ ଜଣ କନ୍ୟାଙ୍କର ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରିହବୀୟାମ ଆପଣାର ସବୁ ପତ୍ନୀ ଓ ଉପପତ୍ନୀ ଅପେକ୍ଷା ଅବଶାଲୋମର କନ୍ୟା ମାଖାକୁ ଅଧିକ ପ୍ରେମ କଲେ; ସେ ଅଠର ପତ୍ନୀ ଓ ଷାଠିଏ ଉପପତ୍ନୀ ଗ୍ରହଣ କଲେ ଓ ଅଠାଇଶ ପୁତ୍ର ଓ ଷାଠିଏ କନ୍ୟା ଜାତ କଲେ।
Odia IRV 2017 (ଓଡିଆ ବାଇବେଲ)
ରିହବୀୟାମ ଆପଣାର ସବୁ ପତ୍ନୀ ଓ ଉପପତ୍ନୀ ଅପେକ୍ଷା ଅବଶାଲୋମର କନ୍ୟା ମାଖାକୁ ଅଧିକ ପ୍ରେମ କଲେ; ସେ ଅଠର ପତ୍ନୀ ଓ ଷାଠିଏ ଉପପତ୍ନୀ ଗ୍ରହଣ କଲେ ଓ ଅଠାଇଶ ପୁତ୍ର ଓ ଷାଠିଏ କନ୍ୟା ଜାତ କଲେ।