2 Chronicles 11:23 — Compare Translations

5 translations compared side by side

Odia - 1840
"ରିହବିଯାମ୍ ଜ୍ଞାନର ସହିତ କର୍ମ କଲେ ଓ ଯିହୁଦାର ସମସ୍ତ ଅଞ୍ଚଳ ତଥା ପ୍ରେତ୍ୟକକ ସୁଦୃଢ଼ ନଗରସାରା ତାଙ୍କର ପୁତ୍ରମାନଙ୍କୁ ବ୍ଯାପ୍ତ କରି ରଖିଲେ। ଆଉ ରିହବିଯାମ୍ ତାଙ୍କର ପୁତ୍ରମାନଙ୍କୁ ୟଥେଷ୍ଟ ଖାଦ୍ୟ ଦେଲେ। ଆହୁରି ମଧ୍ଯ, ସେ ତାଙ୍କର ପୁତ୍ରମାନଙ୍କ ନିମନ୍ତେ ସ୍ତ୍ରୀମାନଙ୍କୁ ଖାଜେିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ବୁଦ୍ଧିର କାର୍ଯ୍ୟ କରି ଆପଣାର ପୁତ୍ରମାନଙ୍କୁ ଯିହୁଦା ଓ ବିନ୍ୟାମୀନ ଦେଶର ସର୍ବତ୍ର ପ୍ରତ୍ୟେକ ପ୍ରାଚୀର ବେଷ୍ଟିତ ନଗରରେ ଛିନ୍ନଭିନ୍ନ କରି ରଖିଲେ; ଆଉ ସେ ସେମାନଙ୍କୁ ପ୍ରଚୁର ଖାଦ୍ୟଦ୍ରବ୍ୟ ଦେଲେ । ପୁଣି ସେମାନଙ୍କ ନିମନ୍ତେ ଅନେକ ଭାର୍ଯ୍ୟା ଖୋଜିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରିହବିୟାମ୍ ଜ୍ଞାନର ସହିତ କର୍ମ କଲେ ଓ ଯିହୁଦାର ସମସ୍ତ ଅଞ୍ଚଳ ତଥା ପ୍ରତ୍ୟେକ ସୁଦୃଢ଼ ନଗରସାରା ତାଙ୍କର ପୁତ୍ରମାନଙ୍କୁ ବ୍ୟାପ୍ତ କରି ରଖିଲେ। ଆଉ ରିହବିୟାମ୍ ତାଙ୍କର ପୁତ୍ରମାନଙ୍କୁ ଯଥେଷ୍ଟ ଖାଦ୍ୟ ଦେଲେ। ଆହୁରି ମଧ୍ୟ, ସେ ତାଙ୍କର ପୁତ୍ରମାନଙ୍କ ନିମନ୍ତେ ସ୍ତ୍ରୀମାନଙ୍କୁ ଖୋଜିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ବୁଦ୍ଧିର କାର୍ଯ୍ୟ କରି ଆପଣାର ପୁତ୍ରମାନଙ୍କୁ ଯିହୁଦା ଓ ବିନ୍ୟାମୀନ୍ ଦେଶର ସର୍ବତ୍ର ପ୍ରତ୍ୟେକ ପ୍ରାଚୀର-ବେଷ୍ଟିତ ନଗରରେ ଛିନ୍ନଭିନ୍ନ କରି ରଖିଲେ; ଆଉ ସେ ସେମାନଙ୍କୁ ପ୍ରଚୁର ଖାଦ୍ୟଦ୍ରବ୍ୟ ଦେଲେ ପୁଣି ସେମାନଙ୍କ ନିମନ୍ତେ ଅନେକ ଭାର୍ଯ୍ୟା ଖୋଜିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ବୁଦ୍ଧିର କାର୍ଯ୍ୟ କରି ଆପଣାର ପୁତ୍ରମାନଙ୍କୁ ଯିହୁଦା ଓ ବିନ୍ୟାମୀନ୍ ଦେଶର ସର୍ବତ୍ର ପ୍ରତ୍ୟେକ ପ୍ରାଚୀର ବେଷ୍ଟିତ ନଗରରେ ଛିନ୍ନଭିନ୍ନ କରି ରଖିଲେ; ଆଉ ସେ ସେମାନଙ୍କୁ ପ୍ରଚୁର ଖାଦ୍ୟ ଦ୍ରବ୍ୟ ଦେଲେ ପୁଣି ସେମାନଙ୍କ ନିମନ୍ତେ ଅନେକ ଭାର୍ଯ୍ୟା ଖୋଜିଲେ।