2 Chronicles 11:3 — Compare Translations
5 translations compared side by side
Odia - 1840
"ଶମଯିଯା ଶଲୋମନଙ୍କ ପୁତ୍ର ଯିହୁଦାର ରାଜା ରିହବିଯାମ୍ ଏବଂ ଯିହୁଦା ଓ ବିନ୍ଯାମୀନ ନଗର ରେ ବାସ କରୁଥିବା ଇଶ୍ରାୟେଲର ସମସ୍ତ ଲୋକଙ୍କୁ କୁହ। ସମାନଙ୍କେୁ କୁହ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ଶଲୋମନଙ୍କ ପୁତ୍ର ରିହବୀୟାମ୍ଙ୍କୁ, ପୁଣି ଯିହୁଦା ଓ ବିନ୍ୟାମୀନ ନିବାସୀ ସମସ୍ତ ଇସ୍ରାଏଲକୁ କୁହ,
Odia Bible ERV 2004 (ପବିତ୍ର ବାଇବଲ)
“ଶମୟିୟ ଶଲୋମନଙ୍କ ପୁତ୍ର ଯିହୁଦାର ରାଜା ରିହବିୟାମ୍ ଏବଂ ଯିହୁଦା ଓ ବିନ୍ୟାମୀନ ନଗରରେ ବାସ କରୁଥିବା ଇସ୍ରାଏଲର ସମସ୍ତ ଲୋକଙ୍କୁ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯିହୁଦାର ରାଜା ଶଲୋମନଙ୍କ ପୁତ୍ର ରିହବୀୟାମଙ୍କୁ, ପୁଣି ଯିହୁଦା ଓ ବିନ୍ୟାମୀନ୍ ନିବାସୀ ସମସ୍ତ ଇସ୍ରାଏଲକୁ କୁହ,
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ରାଜା ଶଲୋମନଙ୍କ ପୁତ୍ର ରିହବୀୟାମଙ୍କୁ, ପୁଣି ଯିହୁଦା ଓ ବିନ୍ୟାମୀନ୍ ନିବାସୀ ସମସ୍ତ ଇସ୍ରାଏଲକୁ କୁହ,