2 Chronicles 11:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହା କହନ୍ତି, 'ତୁମ୍ଭମାନେେ ତୁମ୍ଭମାନଙ୍କର ଭ୍ରାତାମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବ ନାହିଁ। ପ୍ରେତ୍ୟକକ ଲୋକ ନିଜ ଗୃହକୁ ଫରେିଯାଉ। ଆମ୍ଭେ ଏହା ଘଟାଇଅଛୁ।' ଅତଏବ ରାଜା ରିହବିଯାମ୍ ଓ ତାଙ୍କର ସୈନ୍ଯଦଳ ସଦାପ୍ରଭୁଙ୍କ ବାର୍ତ୍ତାର ବାଧ୍ଯ ହେଲେ ଓ ଫରେିଗଲେ। ସମାନେେ ୟାରବିଯାମ୍ଙ୍କ ଉପରେ ଆକ୍ରମଣ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତୃଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି । ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ଯାରବୀୟାମ୍ ବିରୁଦ୍ଧରେ ଯାତ୍ରା କରିବାରୁ ଫେରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ କୁହ: ସଦାପ୍ରଭୁ ଏହା କହନ୍ତି, ‘ତୁମ୍ଭେମାନେ ତୁମ୍ଭମାନଙ୍କର ଭ୍ରାତାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ ନାହିଁ। ପ୍ରତ୍ୟେକ ଲୋକ ନିଜ ଗୃହକୁ ଫେରିଯାଉ। ଆମ୍ଭେ ଏହା ଘଟାଇଅଛୁ।’” ଅତଏବ ରାଜା ରିହବିୟାମ୍ ଓ ତାଙ୍କର ସୈନ୍ୟଦଳ ସଦାପ୍ରଭୁଙ୍କ ବାର୍ତ୍ତାର ବାଧ୍ୟ ହେଲେ ଓ ଫେରିଗଲେ। ସେମାନେ ଯାରବିୟାମଙ୍କ ଉପରେ ଆକ୍ରମଣ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତୃଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି,’” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ଯାରବୀୟାମ ବିରୁଦ୍ଧରେ ଯାତ୍ରା କରିବାରୁ ଫେରିଲେ।
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତୃଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି,” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ଯାରବୀୟାମ୍ ବିରୁଦ୍ଧରେ ଯାତ୍ରା କରିବାରୁ ଫେରିଲେ।