2 Chronicles 11:5 — Compare Translations

5 translations compared side by side

Odia - 1840
"ରିହବିଯାମ୍ ୟିରୁଶାଲମ ରେ ବାସ କଲେ। ସେ ଆକ୍ରମଣର ପ୍ରତିରୋଧ କରିବା ନିମନ୍ତେ ଯିହୁଦାର ଦୃଢ଼ ନଗରମାନ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ରିହବୀୟାମ୍ ଯିରୂଶାଲମରେ ବାସ କରି ରକ୍ଷା ନିମିତ୍ତ ଯିହୁଦା ଦେଶରେ ନଗରମାନ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରିହବିୟାମ୍ ଯିହୁଦାକୁ ସୁଦୃଢ଼ କଲେ ରିହବିୟାମ୍ ଯିରୁଶାଲମରେ ବାସ କଲେ। ସେ ଆକ୍ରମଣର ପ୍ରତିରୋଧ କରିବା ନିମନ୍ତେ ଯିହୁଦାର ଦୃଢ଼ ନଗରମାନ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ରିହବୀୟାମ ଯିରୂଶାଲମରେ ବାସ କରି ରକ୍ଷା ନିମିତ୍ତ ଯିହୁଦା ଦେଶରେ ନଗରମାନ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ରିହବୀୟାମ ଯିରୂଶାଲମରେ ବାସ କରି ରକ୍ଷା ନିମିତ୍ତ ଯିହୁଦା ଦେଶରେ ନଗରମାନ ନିର୍ମାଣ କଲେ।

Recommended Reading