2 Chronicles 12:1 — Compare Translations

5 translations compared side by side

Odia - 1840
"ରିହବିଯାମ୍ ଜଣେ ଅତ୍ଯନ୍ତ ପରାକ୍ରମୀ ରାଜା ହାଇେ ଉଠିଲେ, ଆହୁରି ମଧ୍ଯ ସେ ନିଜ ରାଜ୍ଯକୁ ଦୃଢ଼ କଲେ। ଏହାପରେ ରିହବିଯାମ୍ ଓ ସମସ୍ତ ଇଶ୍ରାୟେଲୀୟ ସଦାପ୍ରଭୁଙ୍କ ନିଯମ ମାନିବାକୁ ମନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ରିହବୀୟାମ୍ଙ୍କର ରାଜ୍ୟ ସୁସ୍ଥିର ଓ ସେ ବଳବାନ ହୁଅନ୍ତେ, ସେ ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ବ୍ୟବସ୍ଥା ପରିତ୍ୟାଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରର ରାଜା ଶୀଶକ୍ ଯିରୁଶାଲମ ଆକ୍ରମଣ କରନ୍ତି ରିହବିୟାମ୍ ଜଣେ ଅତ୍ୟନ୍ତ ପରାକ୍ରମୀ ରାଜା ହୋଇ ଉଠିଲେ, ଆହୁରି ମଧ୍ୟ ସେ ନିଜ ରାଜ୍ୟକୁ ଦୃଢ଼ କଲେ। ଏହା ପରେ ରିହବିୟାମ୍ ଓ ସମସ୍ତ ଇସ୍ରାଏଲୀୟ ସଦାପ୍ରଭୁଙ୍କ ନିୟମ ମାନିବାକୁ ମନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ରିହବୀୟାମଙ୍କର ରାଜ୍ୟ ସୁସ୍ଥିର ଓ ସେ ବଳବାନ ହୁଅନ୍ତେ, ସେ ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ବ୍ୟବସ୍ଥା ପରିତ୍ୟାଗ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ରିହବୀୟାମଙ୍କର ରାଜ୍ୟ ସୁସ୍ଥିର ଓ ସେ ବଳବାନ ହୁଅନ୍ତେ, ସେ ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ବ୍ୟବସ୍ଥା ପରିତ୍ୟାଗ କଲେ।