2 Chronicles 12:10 — Compare Translations
5 translations compared side by side
Odia - 1840
"ରାଜା ରିହବିଯାମ୍ ସହେି ସୁବର୍ଣ୍ଣ ଢ଼ାଲ ରଖିବା ସ୍ଥାନ ରେ ପିତ୍ତଳର ଢ଼ାଲମାନ ନିର୍ମାଣ କଲେ। ରାଜାଙ୍କ ଗୃହର ପ୍ରବେଶଦ୍ବାରକୁ ଜଗିବା ନିମନ୍ତେ ନିୟୁକ୍ତ ହାଇେଥିବା ସନୋଧ୍ଯକ୍ଷମାନଙ୍କୁ ରିହବିଯାମ୍ ସହେି ପିତ୍ତଳ ଢ଼ାଲମାନ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରିହବୀୟାମ୍ ରାଜା ସେହିସବୁର ପରିବର୍ତ୍ତରେ ପିତ୍ତଳ ଢାଲ ନିର୍ମାଣ କରି ରାଜଗୃହର ଦ୍ଵାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ରିହବିୟାମ୍ ସେହି ସୁବର୍ଣ୍ଣ ଢାଲ ରଖିବା ସ୍ଥାନରେ ପିତ୍ତଳର ଢାଲମାନ ନିର୍ମାଣ କଲେ। ରାଜାଙ୍କ ଗୃହର ପ୍ରବେଶଦ୍ୱାରକୁ ଜଗିବା ନିମନ୍ତେ ନିଯୁକ୍ତ ହୋଇଥିବା ସେନାଧ୍ୟକ୍ଷମାନଙ୍କୁ ରିହବିୟାମ୍ ସେହି ପିତ୍ତଳ ଢାଲମାନ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରିହବୀୟାମ ରାଜା ସେହିସବୁର ପରିବର୍ତ୍ତେ ପିତ୍ତଳ-ଢାଲ ନିର୍ମାଣ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରିହବୀୟାମ ରାଜା ସେହିସବୁର ପରିବର୍ତ୍ତେ ପିତ୍ତଳ ଢାଲ ନିର୍ମାଣ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।