2 Chronicles 12:11 — Compare Translations

5 translations compared side by side

Odia - 1840
"ରାଜା ଯେତେଥର ସଦାପ୍ରଭୁଙ୍କ ମନ୍ଦିର ଭିତ ରେ ପ୍ରବେଶ କଲେ, େସତେଥର ରକ୍ଷୀମାନେ ସହେି ପିତ୍ତଳ ଢ଼ାଲଗୁଡ଼ିକୁ ଆଣିଲେ। ପୁଣି ସମାନେେ ପୁନର୍ବାର ସହେି ପିତ୍ତଳ ଢ଼ାଲଗୁଡ଼ିକୁ ରକ୍ଷୀଗୁଡ଼ିକୁ ଫରୋଇ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ରାଜା ଯେତେଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ଆସି ତାହା ନେଇଗଲେ, ପୁଣି ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଯେତେଥର ସଦାପ୍ରଭୁଙ୍କ ମନ୍ଦିର ଭିତରେ ପ୍ରବେଶ କଲେ, ସେତେଥର ରକ୍ଷୀମାନେ ସେହି ପିତ୍ତଳ ଢାଲଗୁଡ଼ିକୁ ଆଣିଲେ। ପୁଣି ସେମାନେ ପୁନର୍ବାର ସେହି ପିତ୍ତଳ ଢାଲଗୁଡ଼ିକୁ ରକ୍ଷୀଗୁଡ଼ିକୁ ଫେରାଇ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ରାଜା ଯେତେ ଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ଆସି ତାହା ନେଇଗଲେ, ପୁଣି ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ରାଜା ଯେତେଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ଆସି ତାହା ନେଇଗଲେ, ପୁଣି ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।