2 Chronicles 12:13 — Compare Translations

5 translations compared side by side

Odia - 1840
"ରାଜା ରିହବିଯାମ୍ ୟିରୁଶାଲମ ରେ ନିଜକୁ ଶକ୍ତିଶାଳୀ କଲେ। ସେ ଯେତବେେଳେ ରାଜା ହେଲେ, ସେତବେେଳେ ତାଙ୍କୁ ଏକଚାଳିଶ ବର୍ଷ ବଯସ ହାଇେଥିଲା। ରିହବିଯାମ୍ ସତର ବର୍ଷ ପର୍ୟ୍ଯନ୍ତ ୟିରୁଶାଲମ ରେ ରାଜା ହାଇେ ରହିଲେ। ଇଶ୍ରାୟେଲର ସମସ୍ତ ବଂଶ ମଧ୍ଯରୁ ସଦାପ୍ରଭୁ ୟିରୁଶାଲମ ନଗରକୁ ହିଁ ମନୋନୀତ କରିଥିଲେ। ସଦାପ୍ରଭୁ ୟିରୁଶାଲମ ରେ ତାଙ୍କର ନାମ ସ୍ଥାପନ କରିବାକୁ ମନୋନୀତ କଲେ। ରିହମିଯାମ୍ଙ୍କୁ ମାତା ଥିଲେ ନଯମା। ନଯମା ଅମ୍ମାନେ ଦେଶରୁ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ରିହବୀୟାମ୍ ଯିରୂଶାଲମରେ ଆପଣାକୁ ବଳବାନ କରି ରାଜତ୍ଵ କଲେ; ରିହବୀୟାମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକଚାଳିଶ ବର୍ଷ ବୟସ୍କ ହୋଇଥିଲେ, ଆଉ ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମ ନଗରରେ ସେ ସତର ବର୍ଷ ରାଜତ୍ଵ କଲେ; ତାଙ୍କ ମାତାର ନାମ ନୟମା, ସେ ଅମ୍ମୋନ ଦେଶୀୟା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ରିହବିୟାମ୍ ଯିରୁଶାଲମରେ ନିଜକୁ ଶକ୍ତିଶାଳୀ କଲେ। ସେ ଯେତେବେଳେ ରାଜା ହେଲେ, ସେତେବେଳେ ତାଙ୍କୁ ଏକଗ୍ଭଳିଶ ବର୍ଷ ବୟସ ହୋଇଥିଲା। ରିହବିୟାମ୍ ସତର ବର୍ଷ ପର୍ଯ୍ୟନ୍ତ ଯିରୁଶାଲମରେ ରାଜା ହୋଇ ରହିଲେ। ଇସ୍ରାଏଲର ସମସ୍ତ ବଂଶ ମଧ୍ୟରୁ ସଦାପ୍ରଭୁ ଯିରୁଶାଲମ ନଗରକୁ ହିଁ ମନୋନୀତ କରିଥିଲେ। ସଦାପ୍ରଭୁ ଯିରୁଶାଲମରେ ତାଙ୍କର ନାମ ସ୍ଥାପନ କରିବାକୁ ମନୋନୀତ କଲେ। ରିହବିୟାମଙ୍କ ମାତା ଥିଲେ ନୟମା। ନୟମା ଅମ୍ମୋନ ଦେଶରୁ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ରିହବୀୟାମ ଯିରୂଶାଲମରେ ଆପଣାକୁ ବଳବାନ କରି ରାଜତ୍ୱ କଲେ; ରିହବୀୟାମ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକଚାଳିଶ ବର୍ଷ ବୟସ୍କ ହୋଇଥିଲେ, ଆଉ ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମ ନଗରରେ ସେ ସତର ବର୍ଷ ରାଜତ୍ୱ କଲେ; ତାଙ୍କ ମାତାର ନାମ ନୟମା, ସେ ଅମ୍ମୋନ ଦେଶୀୟା ଥିଲା।
Odia IRV 2017 (ଓଡିଆ ବାଇବେଲ)