2 Chronicles 12:14 — Compare Translations
5 translations compared side by side
Odia - 1840
"ରିହବିଯାମ୍ ମନ୍ଦକର୍ମ କଲେ, କାରଣ ସେ ତାଙ୍କ ହୃଦଯ ରେ ସଦାପ୍ରଭୁଙ୍କର ବାଧ୍ଯ ହବୋ ନିମନ୍ତେ ସିଦ୍ଧାନ୍ତ ନଇେ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଆପଣା ମନ ନିବିଷ୍ଟ ନ କରିବାରୁ କୁକର୍ମ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ରିହବିୟାମ୍ ମନ୍ଦକର୍ମ କଲେ, କାରଣ ସେ ତାଙ୍କ ହୃଦୟରେ ସଦାପ୍ରଭୁଙ୍କର ବାଧ୍ୟ ହେବା ନିମନ୍ତେ ସିଦ୍ଧାନ୍ତ ନେଇ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବିଷ୍ଟ ନ କରିବାରୁ କୁକର୍ମ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବିଷ୍ଟ ନ କରିବାରୁ କୁକର୍ମ କଲା।