2 Chronicles 12:15 — Compare Translations
5 translations compared side by side
Odia - 1840
"ରିହବିଯାମ୍ ଯେତବେେଳେ ରାଜା ଥିଲେ, ତାଙ୍କର ରାଜତ୍ବର ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଯେଉଁ କର୍ମସବୁ କରିଥିଲେ, ସହେିସବୁ ଭବିଷ୍ଯଦ୍ବକ୍ତା ଶମଯିଯଙ୍କ ଲିଖିତ ସକଳ ବିଷଯ ଓ ଦାର୍ଶନିକ ଇଦ୍ଦୋଙ୍କ ଲିଖିତ ସକଳ ବିଷଯ ରେ ଲିପିବଦ୍ଧ କରାୟାଇଅଛି। ସହେି ବ୍ଯକ୍ତିମାନେ ପାରିବାରିକ ଇତିହାସ ସବୁ ଲେଖିଥିଲେ। ରିହବିଯାମ୍ ଓ ୟାରବିଯାମ୍ ଏହି ଦୁଇ ରାଜାଙ୍କ ମଧିଅରେ, ସମାନଙ୍କେ ରାଜତ୍ବ କାଳ ରେ ସବୁ ସମୟରେ ୟୁଦ୍ଧ ଲାଗି ରହିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ରିହବୀୟାମ୍ଙ୍କର ଆଦ୍ୟ; ବୃତ୍ତା; ବଂଶାବଳୀ କ୍ରମେ ଶମୟୀୟ ଭବିଷ୍ୟଦ୍ବକ୍ତାର ଓ ଇଦ୍ଦୋ ଦର୍ଶକର ଇତିହାସ-ପୁସ୍ତକରେ କʼଣ ଲେଖା ନାହିଁ? ରିହବୀୟାମ୍ ଓ ଯାରବୀୟାମ୍ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରିହବିୟାମ୍ ଯେତେବେଳେ ରାଜା ଥିଲେ, ତାଙ୍କର ରାଜତ୍ୱର ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଯେଉଁ କର୍ମସବୁ କରିଥିଲେ, ସେହିସବୁ ଭବିଷ୍ୟଦ୍ବକ୍ତା ଶମୟିୟଙ୍କ ଲିଖିତ ସକଳ ବିଷୟ ଓ ଦାର୍ଶନିକ ଇଦ୍ଦୋଙ୍କ ଲିଖିତ ସକଳ ବିଷୟରେ ଲିପିବଦ୍ଧ କରାଯାଇଅଛି। ସେହି ବ୍ୟକ୍ତିମାନେ ପାରିବାରିକ ଇତିହାସ ସବୁ ଲେଖିଥିଲେ। ରିହବିୟାମ୍ ଓ ଯାରବିୟାମ୍ ଏହି ଦୁଇ ରାଜାଙ୍କ ମଧ୍ୟରେ, ସେମାନଙ୍କ ରାଜତ୍ୱ କାଳରେ ସବୁ ସମୟରେ ଯୁଦ୍ଧ ଲାଗି ରହିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ରିହବୀୟାମଙ୍କ କର୍ମର ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ବଂଶାବଳୀ କ୍ରମେ ଶମୟୀୟ ଭବିଷ୍ୟଦ୍ବକ୍ତାର ଓ ଇଦ୍ଦୋ ଦର୍ଶକର ଇତିହାସ ପୁସ୍ତକରେ କʼଣ ଲେଖା ନାହିଁ? ରିହବୀୟାମ ଓ ଯାରବୀୟାମ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ରିହବୀୟାମଙ୍କ କର୍ମର ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ବଂଶାବଳୀ କ୍ରମେ ଶମୟୀୟ ଭବିଷ୍ୟଦ୍ବକ୍ତାର ଓ ଇଦ୍ଦୋ ଦର୍ଶକର ଇତିହାସ-ପୁସ୍ତକରେ କ’ଣ ଲେଖା ନାହିଁ? ରିହବୀୟାମ ଓ ଯାରବୀୟାମ୍ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଲା।