2 Chronicles 12:16 — Compare Translations
5 translations compared side by side
Odia - 1840
"ରିହବିଯାମ୍ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ ବିଶ୍ରାମ ନେଲେ। ରିହବିଯାମ୍ଙ୍କୁ ଦାଉଦଙ୍କ ନଗର ରେ କବର ଦିଆଗଲା। ଏହାପରେ ରିହବିଯାମ୍ଙ୍କ ପୁତ୍ର ଅବିଯ ନୂତନ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ରିହବୀୟାମ୍ ଆପଣା ପିତୃଗଣ ସହିତ ଶୟନ କରି ଦାଉଦ-ନଗରରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରିହବିୟାମ୍ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ ବିଶ୍ରାମ ନେଲେ। ରିହବିୟାମଙ୍କୁ ଦାଉଦଙ୍କ ନଗରରେ କବର ଦିଆଗଲା। ଏହା ପରେ ରିହବିୟାମଙ୍କ ପୁତ୍ର ଅବିୟ ନୂତନ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ।