2 Chronicles 12:2 — Compare Translations
5 translations compared side by side
Odia - 1840
"ରାଜା ରିହବିଯାମ୍ଙ୍କ ପଞ୍ଚମ ବର୍ଷ ରେ ଶୀଶକ୍ ୟିରୁଶାଲମ ନଗରକୁ ଆକ୍ରମଣ କଲା। ଏହା ଘଟିଲା, କାରଣ ସମାନେେ ସଦାପ୍ରଭୁଙ୍କ ପ୍ରତି ବିଶ୍ବସ୍ତ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କରିବାରୁ ରିହବୀୟାମ୍ ରାଜାଙ୍କର ଅଧିକାରର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା;
Odia Bible ERV 2004 (ପବିତ୍ର ବାଇବଲ)
ରାଜା ରିହବିୟାମଙ୍କ ପଞ୍ଚମ ବର୍ଷରେ ଶୀଶକ୍ ଯିରୁଶାଲମ ନଗରକୁ ଆକ୍ରମଣ କଲା। ଏହା ଘଟିଲା, କାରଣ ସେମାନେ ସଦାପ୍ରଭୁଙ୍କ ପ୍ରତି ବିଶ୍ୱସ୍ତ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରିବାରୁ ରିହବୀୟାମ ରାଜାଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା;
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରିବାରୁ ରିହବୀୟାମ ରାଜାଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା;