2 Chronicles 12:3 — Compare Translations
5 translations compared side by side
Odia - 1840
"ଶୀଶକ୍ର 12,000 ରଥ, 60,000 ଅଶ୍ବାରୋହୀ ଓ ଏତେ ସଂଖ୍ଯକ ସୈନ୍ଯଦଳ ଥିଲେ ଯେ, ଯାହାକୁ କୌଣସି ବ୍ଯକ୍ତି ଗଣନା କରିପାରିବ ନାହିଁ। ଶୀଶକ୍ର ବିଶାଳ ସୈନ୍ଯବାହିନୀ ରେ ଲୂବୀଯର ସୈନ୍ଯ ସୁକ୍କୀଯ ସୈନ୍ଯ ଓ କୁଶୀଯ ସୈନ୍ଯମାନେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ସଙ୍ଗେ ବାର ଶହ ରଥ, ଷାଠିଏ ହଜାର ଅଶ୍ଵାରୂଢ଼ ଥିଲେ ଓ ତାହା ସଙ୍ଗେ ମିସରରୁ ଅସଂଖ୍ୟ ଲୂବୀୟ ଓ ସୁକ୍କୀୟ ଓ କୂଶୀୟ ଲୋକ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶୀଶକ୍ର 12,000 ରଥ, 60,000 ଅଶ୍ୱାରୋହୀ ଓ ଏତେ ସଂଖ୍ୟକ ସୈନ୍ୟଦଳ ଥିଲେ ଯେ, ଯାହାକୁ କୌଣସି ବ୍ୟକ୍ତି ଗଣନା କରି ପାରିବ ନାହିଁ। ଶୀଶକ୍ର ବିଶାଳ ସୈନ୍ୟବାହିନୀରେ ଲୂବୀୟର ସୈନ୍ୟ ସୁକ୍କୀୟ ସୈନ୍ୟ ଓ କୁଶୀୟ ସୈନ୍ୟମାନେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ସଙ୍ଗେ ବାର ଶହ ରଥ, ଷାଠିଏ ହଜାର ଅଶ୍ୱାରୂଢ଼ ଥିଲେ ଓ ତାହା ସଙ୍ଗେ ମିସରରୁ ଅସଂଖ୍ୟ ଲୂବୀୟ ଓ ସୁକ୍କୀୟ ଓ କୂଶୀୟ ଲୋକ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ତାହା ସଙ୍ଗେ ବାର ଶହ ରଥ, ଷାଠିଏ ହଜାର ଅଶ୍ୱାରୂଢ଼ ଥିଲେ ଓ ତାହା ସଙ୍ଗେ ମିସରରୁ ଅସଂଖ୍ୟ ଲୂବୀୟ ଓ ସୁକ୍କୀୟ ଓ କୂଶୀୟ ଲୋକ ଆସିଲେ।