2 Chronicles 12:4 — Compare Translations
5 translations compared side by side
Odia - 1840
"ଶୀଶକ୍ ଯିହୁଦାର ଦୃଢ଼ ନଗରଗୁଡ଼ିକୁ ପରାସ୍ତ କଲା। ଏହାପରେ ଶୀଶକ୍ ୟିରୁଶାଲମକୁ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶୀଶକ୍ ଯିହୁଦାର ଦୃଢ଼ ନଗରଗୁଡ଼ିକୁ ପରାସ୍ତ କଲା। ଏହା ପରେ ଶୀଶକ୍ ଯିରୁଶାଲମକୁ ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା।