2 Chronicles 12:5 — Compare Translations

5 translations compared side by side

Odia - 1840
"ଏହାପରେ ଭବଷ୍ଯଦ୍ବକ୍ତା ଶମଯିଯ, ରିହବିଯାମ୍ ନିକଟକୁ ଓ ଯିହୁଦାର ନେତାମାନଙ୍କ ନିକଟକୁ ଆସିଲେ। ଯିହୁଦାର ସହେି ନେତାମାନେ ୟିରୁଶାଲମ ରେ ରୁଣ୍ଡ ହାଇେଥିଲେ। କାରଣ ସମାନେେ ଶୀଶକଙ୍କୁ ଅତ୍ଯନ୍ତ ଭୟ କରୁଥିଲେ। ଶମଯିଯ ସମାନଙ୍କେୁ କହିଲେ, ସଦାପ୍ରଭୁ କହନ୍ତି: 'ତୁମ୍ଭମାନେେ ଆମ୍ଭକୁ ପରିତ୍ଯାଗ କରିଛ। ତେଣୁ ବର୍ତ୍ତମାନ ଆମ୍ଭର ସାହାୟ୍ଯ ବିନା ଶୀଶକ୍ର ସମ୍ମୁଖୀନ ହବୋ ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ଯାଗ କରିଅଛୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶମୟୀୟ ଭବିଷ୍ୟଦ୍ବକ୍ତା, ଶୀଶକ୍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ୍ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍ ହସ୍ତରେ ଛାଡ଼ି ଦେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଭବିଷ୍ୟ‌ଦ୍‌ବକ୍ତା ଶମୟିୟ, ରିହବିୟାମ୍ ନିକଟକୁ ଓ ଯିହୁଦାର ନେତାମାନଙ୍କ ନିକଟକୁ ଆସିଲେ। ଯିହୁଦାର ସେହି ନେତାମାନେ ଯିରୁଶାଲମରେ ରୁଣ୍ଡ ହୋଇଥିଲେ। କାରଣ ସେମାନେ ଶୀଶକଙ୍କୁ ଅତ୍ୟନ୍ତ ଭୟ କରୁଥିଲେ। ଶମୟିୟ ସେମାନଙ୍କୁ କହିଲେ, “ସଦାପ୍ରଭୁ କହନ୍ତି: ‘ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଛ। ତେଣୁ ବର୍ତ୍ତମାନ ଆମ୍ଭର ସାହାଯ୍ୟ ବିନା ଶୀଶ‌କ୍‌ର ସମ୍ମୁଖୀନ ହେବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛୁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶମୟୀୟ ଭବିଷ୍ୟଦ୍‍ବକ୍ତା, ଶୀଶକ୍‍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍‍ ହସ୍ତରେ ଛାଡ଼ିଦେଲୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶମୟୀୟ ଭବିଷ୍ୟଦ୍‍ବକ୍ତା, ଶୀଶକ୍‍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍‍ ହସ୍ତରେ ଛାଡ଼ି ଦେଲୁ।”