2 Chronicles 12:6 — Compare Translations
5 translations compared side by side
Odia - 1840
"ଏହାପରେ ଇଶ୍ରାୟେଲର ନେତାଗଣ ଓ ରାଜା ରିହବିଯାମ୍ ଅନୁତାପ କଲେ ଓ ନିଜ ନିଜକୁ ନମ୍ର କଲେ। ସମାନେେ କହିଲେ, ସଦାପ୍ରଭୁ ଠକ୍ କହିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇସ୍ରାଏଲର ଅଧିପତିମାନେ ଓ ରାଜା ଆପଣାମାନଙ୍କୁ ନମ୍ର କଲେ ଓ କହିଲେ, ସଦାପ୍ରଭୁ ଧର୍ମମୟ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲର ନେତାଗଣ ଓ ରାଜା ରିହବିୟାମ୍ ଅନୁତାପ କଲେ ଓ ନିଜ ନିଜକୁ ନମ୍ର କଲେ। ସେମାନେ କହିଲେ, “ସଦାପ୍ରଭୁ ଠିକ୍ କହି ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇସ୍ରାଏଲର ଅଧିପତିମାନେ ଓ ରାଜା ଆପଣାମାନଙ୍କୁ ନମ୍ର କଲେ ଓ କହିଲେ, “ସଦାପ୍ରଭୁ ଧର୍ମମୟ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇସ୍ରାଏଲର ଅଧିପତିମାନେ ଓ ରାଜା ଆପଣାମାନଙ୍କୁ ନମ୍ର କଲେ ଓ କହିଲେ, “ସଦାପ୍ରଭୁ ଧର୍ମମୟ।”